Advertisement
  • Priyambada Rana

    ପ୍ରିୟମ୍ବଦା ରଣା

Stories by Priyambada Rana

ଉପକୂଳ ଓ ପଶ୍ଚିମ ଓଡ଼ିଶାରେ ବୃଦ୍ଧି ପାଇବ ତାପମାତ୍ରା! ଜାଣନ୍ତୁ ଆଜିର ପାଣିପାଗ ରିପୋର୍ଟ..

weather report

ଉପକୂଳ ଓ ପଶ୍ଚିମ ଓଡ଼ିଶାରେ ବୃଦ୍ଧି ପାଇବ ତାପମାତ୍ରା! ଜାଣନ୍ତୁ ଆଜିର ପାଣିପାଗ ରିପୋର୍ଟ..

Weather Report: ପାଣିପାଗ ବିଭାଗ କହିବା ଅନୁଯାୟୀ ଆଗାମୀ କିଛି ଦିନରେ ରାତି ତାପମାତ୍ରା ବୃଦ୍ଧି ପାଇବ। ରାତିରେ ୨ ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବୃଦ୍ଧି ପାଇବାର ସମ୍ଭାବନା ରହିଛି। ଆଗାମୀ ୨୬ ତାରିଖ ପର୍ଯ୍ୟନ୍ତ ଏଭଳି ସ୍ଥିତି ଦେଖାଦେଇପାରେ। ଉପକୂଳ ଓ ପଶ୍ଚିମ ଓଡ଼ିଶାରେ ତାପମାତ୍ରା ବୃଦ୍ଧି ପାଇବାର ସମ୍ଭାବନା ରହିଛି। ଫୁଲବାଣୀ, ଭବାନୀପାଟଣା, ରାଉରକେଲା ଭଳି କିଛି ସ୍ଥାନକୁ ଛାଡ଼ିଲେ ଅନ୍ୟ ସ୍ଥାନ ଗୁଡିକରେ ତାପମାତ୍ରା ବୃଦ୍ଧି ପାଇବ। ବିଶେଷ କରି ଉପକୂଳ ଓଡ଼ିଶାରେ ତାପମାତ୍ରା ସ୍ୱାଭାବିକ ଠାରୁ ଢେର ଅଦିକ ବୃଦ୍ଧି ପାଇବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

Jan 23,2025, 20:26 PM IST

ଆଗାମୀ ୩ ଦିନ ମଧ୍ୟରେ ରାଜ୍ୟର ଏହି ସ୍ଥାନରେ ଖସିବ ପାରଦ! ଜାଣନ୍ତୁ ଆଜିର ପାଣିପାଗ ରିପୋର୍ଟ..

weather report

ଆଗାମୀ ୩ ଦିନ ମଧ୍ୟରେ ରାଜ୍ୟର ଏହି ସ୍ଥାନରେ ଖସିବ ପାରଦ! ଜାଣନ୍ତୁ ଆଜିର ପାଣିପାଗ ରିପୋର୍ଟ..

Weather Report: ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ଜାରି ରହିବ ଶୀତ । ଶୀତ ସହ ଘନ କୁହୁଡି କରିବ ଅସ୍ତବ୍ୟସ୍ତ । ଉପକୂଳ ଓଡ଼ିଶା ସମେତ ଆଭ୍ୟନ୍ତରୀଣ ଓଡ଼ିଶାରେ ଶୀତ ଅନୁଭୁତ ହେବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ବର୍ତ୍ତମାନ ରାଜ୍ୟର ଆଭ୍ୟନ୍ତରୀଣ ଓଡ଼ିଶା ସୁନ୍ଦରଗଡ, କେନ୍ଦୁଝର, ଝାରସୁଗୁଡା, ଅନୁଗୁଳ, ଢେଙ୍କାନାଳ, ସମ୍ବଲପୁର, ବରଗଡ, କଳାହାଣ୍ଡି, କନ୍ଧମାଳ, କୋରାପୁଟ, ନବରଙ୍ଗପୁର ଜିଲ୍ଲାରେ ସ୍ବାଭାବିକ ଶୀତ ଅନୁଭୁତ ହେଉଛି । ସେହିପରି ଉପକୂଳ ଓଡ଼ିଶାର ଖୋର୍ଦ୍ଧା, କଟକ, ନୟାଗଡ, କେନ୍ଦ୍ରାପଡା, ଜଗତସିଂହପୁର, ଭଦ୍ରକ, ବାଲେଶ୍ବର, ମୟୁରଭଞ୍ଜରେ ବି ଜାଡ ଅନୁଭୁତ ହେଉଛି । ଆସନ୍ତା ୪ ରୁ ୫ ଦିନ ପର୍ଯ୍ୟନ୍ତ ରାତି ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବ ନାହିଁ । ସେହିଭଳି ଆସନ୍ତା ୨୪ ଘଣ୍ଟା ମଧ

Jan 22,2025, 18:39 PM IST

Trending news

Read More