Advertisement

Banaklagi Niti

alt
ଆଜି ଚୈତ୍ର କୃଷ୍ଣ ଦ୍ୱିତୀୟା ତିଥି ବୁଧବାର। ଏହି ପବିତ୍ର ତିଥିରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ବନକଲାଗି ନିତି ଅନୁଷ୍ଠିତ ହେବ । ଦ୍ଵିତୀୟ ଭୋଗମଣ୍ଡପ ଉଠିବା ପରେ ଦତ୍ତମହାପାତ୍ର ସେବକମାନେ ଶ୍ରୀମନ୍ଦିର ଗର୍ଭଗୃହକୁ ପ୍ରବେଶ କରିବା ସହ ମହାପ୍ରଭଙ୍କର ଶ୍ରୀମୁଖ ଶୃଙ୍ଗାର କରିବେ । ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧାନ ସାମଗ୍ରୀରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖକୁ ଶୃଙ୍ଗାର କରାଯିବ । ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଭଳି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଯୋଗାଇ ଦିଆଯାଇଥିବା ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ । ଏହା ଏକ ଗୁପ୍ତ ସେବା ନିତି ହୋଇଥିବାରୁ ଆଜି ସନ୍ଧ୍ୟା ପ୍ରାୟ ୬ଟା ରୁ ରାତି ୧୦ ଟା ପର୍ଯ୍ୟନ୍ତ ଚାରିଘଣ୍ଟା ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପ
Mar 27,2024, 12:39 PM IST
alt
ବନକଲାଗି ନିତିରେ ବିଭ୍ରାଟ ।ଦର୍ଶନ ଅପେକ୍ଷାରେ ଭକ୍ତ ହନ୍ତସନ୍ତ ।ଶ୍ରୀମନ୍ଦିର ପ୍ରଶାସନ ସୂଚନା ଅନୁଯାୟୀ ଗତକାଲି ସନ୍ଧ୍ୟା ୬ଟାରୁ ୯ଟା ପର୍ଯ୍ୟନ୍ତ ବନକଲାଗି ନିତି ପାଇଁ ସମୟ ଧାର୍ଯ୍ୟ କରାଯାଇଥିଲା ।ମାତ୍ର ନିତିରେ ଅହେତୁକ ବିଳମ୍ବ ହେବା ସହ ରାତ୍ର ପ୍ରାୟ ୧୧ଟା ୨୫ରେ ମହାପ୍ରଭୁଙ୍କର ବନକଲାଗି ନୀତି ସମ୍ପନ୍ନ ହୋଇଥିଲା ।ଯାହା ଫଳରେ ଦର୍ଶନ ନପାଇ ହନ୍ତସନ୍ତ ହୋଇଥିଲେ ଭକ୍ତ ।ତେବେ ଆଜି ଭୋର ୪ଟାରେ ତରବରିଆ ଭାବେ ପହୁଡ ନୀତି ହେବା ସହ ପ୍ରାୟ ସକାଳ ୬ଟା ୧ରେ ଦ୍ଵାର ଫିଟିଥିଲା । ସକାଳ ୭ଟା ୨୦ରେ ଭକ୍ତମାନଙ୍କୁ ଦର୍ଶନ ସୁଯୋଗ ମିଳିଥିବା ବେଳେ ଅନେକ ଭକ୍ତ ଘଣ୍ଟା ଘଣ୍ଟା ଧରି ଦର୍ଶନ ପ୍ରତୀକ୍ଷାରେ ରହିଥିଲେ ।ସେପଟେ ଗତ ୧୯ ତାରିଖରେ ଛତିଶା ନିଯୋଗ ନିଷ୍ପତ୍ତି ଅନୁଯାୟୀ ନାଟମଣ୍ଡପ ମରାମତି କାମ ଥିବାରୁ ରାତି ୨ ରୁ ଦ୍ଵାର ଫିଟା
Feb 22,2024, 15:26 PM IST

Trending news