Advertisement

CM Naveen Patnaik

alt
ବିକାଶର ଗୋଟିଏ ପରେ ଗୋଟିଏ ପାହାଚ ଚଢୁଛି ସ୍ବାଭିମାନ ଅଞ୍ଚଳ। ବହୁ ପ୍ରତୀକ୍ଷାର ଅନ୍ତ ଘଟିଛି । ପୂରଣ ହେଲା ଆଦିବାସୀଙ୍କ ଦିର୍ଘ ଦିନର ସ୍ବପ୍ନ। ମାଲକାନଗିରି ଆକାଶରେ ଉଡ଼ିଲା ବିମାନ। କାରଣ ବହୁପ୍ରତୀକ୍ଷିତ ମାଲକାନଗିରି ବିମାନବନ୍ଦରର ଲୋକାର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହି ଲୋକାର୍ପଣ ଉତ୍ସବରେ ମୁଖ୍ୟମନ୍ତ୍ରୀଙ୍କ ସହ '୫-ଟି' ଅଧ୍ୟକ୍ଷ ଭି.କେ ପାଣ୍ଡିଆନ ମଧ୍ୟ ଯୋଗ ଦେଇଛନ୍ତି। ଏଥିପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ କରାଯାଇଥିଲା ବ୍ୟାପକ ପ୍ରସ୍ତୁତି। ପ୍ରାୟ ୭୦ କୋଟି ଟଙ୍କା ବ୍ୟୟରେ ଏହି ବିମାନ ବନ୍ଦରର ନିର୍ମାଣ ହୋଇଛି। ଆଉ ଏହି ବିମାନ ବନ୍ଦରର ସମସ୍ତ ନିର୍ମାଣ ଖର୍ଚ୍ଚ ବହନ କରିଛନ୍ତି ରାଜ୍ୟ ସରକାର। ପ୍ରାୟ ୨୩୩ ଏକର ଅଞ୍ଚଳରେ ନିର୍ମିତ ବିମାନ ବନ୍ଦର ଦୈର୍ଘ୍ୟ ୧ ହଜାର ୬୨୦ ମିଟର ଥିବା ବେଳେ
Jan 11,2024, 14:39 PM IST
Read More

Trending news