Advertisement

Cyclone Michaung update

alt
Weather Update: ରାଜ୍ୟରେ ଆଉ ଦୁଇ ଦିନ ଘନ କୁହୁଡି(heavy fog)ଦୃଶ୍ୟମାନ ହେବ। ଗୁରୁବାର ଓ ଶୁକ୍ରବାର ଆଭ୍ୟନ୍ତରୀଣ ଓଡି଼ଶା ଓ ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ କୁହୁଡି ଦେଖାଦେବ ବୋଲି ଆଂଚଳିକ ପାଣିପାଗ ବିଭାଗ (Bhubaneswar Meteorological Centre)ପୂର୍ବାନୁମାନ କରିଛି। ଗୁରୁବାର ଅର୍ଥାତ୍ ଆଜି ଅନୁଗୋଳ, ମୟୂରଭଂଜ, କେନ୍ଦୁଝର, ଢେଙ୍କାନାଳ,କଟକ, ନୟାଗଡ,ଖୋର୍ଦ୍ଧା, କନ୍ଧମାଳ, କଳାହାଣ୍ତି, ରାୟଗଡା, କୋରାପୁଟ୍, ସୋନପୁର, ବଲାଙ୍ଗୀର, ସମ୍ବଲପୁର ଓ ବୌଦ୍ଧ ଜିଲ୍ଲାରେ କିଛି ସ୍ଥାନରେ କୁହୁଡି଼ ଦୃଶ୍ୟମାନ ହେବ। ୫ ତାରିଖରେ ବରଗଡ,ସମ୍ବଲପୁର, ଝାରସୁଗୁଡା,ସମ୍ବଲପୁର, ଦେବଗଡ, କେନ୍ଦୁଝର, ଦେବଗଡ ଓ ମୟୁରଭଂଜ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ହାଲୁକା ବର୍ଷା ହେବାର ସମ୍ଭାବାନ ରହିଛି। କିନ୍ତୁ ରାଜ୍ୟର ବାକି ଜିଲ୍ଲାରେ ପାଗ ଶୁଖିଲା ରହିବ ବୋଲି ବିଭାଗ ପକ୍ଷରୁ କୁହାଯାଇଛି।
Jan 4,2024, 20:36 PM IST
alt
Dec 5,2023, 17:03 PM IST
alt
Dec 2,2023, 18:39 PM IST

Trending news