Advertisement

Laxmi Narayan Yog on Dhanteras 2024

alt
Dhanteras 2024: ପ୍ରତ୍ୟକ ଗ୍ରହ ଏକ ନିର୍ଦ୍ଦିଷ୍ଟ ସମୟରେ ରାଶି ପରିବର୍ତ୍ତନ କରିଥାଆନ୍ତି । ଏହି କ୍ରମରେ ବର୍ତ୍ତମାନ ମଙ୍ଗଳ କର୍କଟ ରାଶିରେ ବିରାଜମାନ ଥିବା ବେଳେ ସେହି ରାଶିକୁ କେତୁ ଚଳିତ ମାସ ୨୯ ତାରିଖ  ଅର୍ଥାତ୍ ଧନତେରାସ୍ ଦିନ ସକାଳ ୬ଟା ୧୦ ମିନିଟ୍ ସମୟରେ ଚଳନ କରିବେ। ଗୋଟିଏ ରାଶିରେ ମଙ୍ଗଳ-କେତୁଙ୍କ ଅପୂର୍ବ ମିଳନ ଲକ୍ଷ୍ମୀ ନାରାୟଣ ଯୋଗ ସୃଷ୍ଟି କରୁଛି।  ଏହି ଶୁଭଯୋଗ କିଛି ରାଶି ପାଇଁ ଶୁଭଫଳ ପ୍ରଦାନ କରିବାକୁ ଥିବା ବେଳେ ଆଉ କିଛି ରାଶି ପାଇଁ ଅଡୁଆ ପରିସ୍ଥିତି ସୃଷ୍ଟି କରିବ। ଜାତକ ବା ରାଶିରେ ମଙ୍ଗଳ ଓ କେତୁଙ୍କ ସ୍ଥିତି ମଜବୁତ୍ ରହିଲେ ବ୍ୟକ୍ତି ଜୀବନରେ ସାହାସୀ ଓ ସୁଖି ହୋଇଥାଏ। ପ୍ରତ୍ୟକ କାର୍ଯ୍ୟରେ ସଫଳତା ପାଇଥାଏ ବୋଲି ବୈଦିକ ଜ୍ୟୋତିଷ ଶାସ୍ତ୍ରରେ ଉଲ୍ଲେଖ ରହିଛି। ତେବେ, ଆସନ୍ତୁ ଜାଣିବା ଧନତେରସ୍ ଦିନ ଠାରୁ କେଉଁ ରାଶିଙ୍କ ଭାଗ୍ୟ ଚମକିବାକୁ ଯାଉଛି।....  
Oct 24,2024, 8:00 AM IST

Trending news