Advertisement

Odisha weather

alt
Nov 22,2024, 19:00 PM IST
alt
Nov 21,2024, 15:47 PM IST
alt
Weather Update: ରାଜ୍ୟରେ ଏବେ ହାଲୁକା ଥଣ୍ତା ଅନୁଭବ ହେଉଛି। ପାଣିପାଗ ବିଭାଗର ତାଜା ସୂଚନା ଅନୁସାରେ, ବଙ୍ଗୋପସାଗରରେ ଏକ ଲଘୁଚାପ ସକ୍ରିୟ ରହିଛି। ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡି଼ଶାର କେତେକ ସ୍ଥାନରେ ହାଲୁକା ବର୍ଷା ହେଉଛି। କିନ୍ତୁ ରାଜ୍ୟରେ ଏହାର ଅଧିକ ପ୍ରଭାବ ରହିବ ନାହିଁ। ବିଶେଷକରି ଆଜି କୋରାପୁଟ , ମାଲକାନଗିରି,  ପୁରୀ ,ଗଂଜାମ ,ଗଜପତି ଓ ରାୟଗଡାରେ ଗୋଟିଏ ଦୁଇଟି  ସ୍ଥାନରେ ବର୍ଷା ହେବ ବୋଲି ବିଭାଗ ପକ୍ଷରୁ ସୂଚନା ମିଳିଛି। ଏବଂ ଆଗାମୀ ୭ ଦିନ ପାଗ ମୁଖ୍ୟତ ଶୁଖିଲା ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗରୁ କୁହାଯାଇଛି। ମଙ୍ଗଳବାର ଦିନ, ଫୁଲବାଣୀରେ ସର୍ବନିମ୍ନ ତାପମାତ୍ରା ୧୬.୦୦ ଡିଗ୍ରୀ ରେକର୍ଡ ହୋଇଛି । ଭୁବନେଶ୍ବରରେ ରାତିର ତାପମାତ୍ରା ୨୨.୮ ଡିଗ୍ରୀ ଥିବା ବେଳେ କଟକରେ ରାତିର ତାପମାତ୍ରା ୨୧ ଡିଗ୍ରୀ ରେ
Nov 13,2024, 16:41 PM IST
alt
Oct 24,2024, 17:04 PM IST
alt
ଓଡ଼ିଶାରୁ ଫେରିଗଲା ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ । ଅଧିକାଂଶ ଜିଲ୍ଲାରୁ ଆଜି ମୌସୁମୀ ପ୍ରତ୍ୟାବର୍ତ୍ତନ କରିଛି । ଆସନ୍ତା ଦୁଇଦିନ ମଧ୍ୟରେ ସଂପୂର୍ଣ୍ଣ ଓଡିଶାରୁ ମୌସୁମୀ ଫେରିବା ନେଇ ପାଗ ଅନୁକୂଳ ରହିଛି । ଦେଶରେ ଗୁଜରାଟ, ମଧ୍ୟପ୍ରଦେଶ, ଝାଡ଼ଖଣ୍ଡ, ବିହାରରୁ ସଂପୂର୍ଣ୍ଣ ଫେରିଯାଇଛି ମୌସୁମୀ । ମହାରାଷ୍ଟ୍ର, ଛତିଶଗଡ଼ର କିଛି ଅଞ୍ଚଳ ସମେତ ଓଡ଼ିଶା, ପଶ୍ଚିମବଙ୍ଗ ଏବଂ ସିକିମର କିଛି ଅଞ୍ଚଳରୁ ମୌସୁମୀ ପ୍ରତ୍ୟାବର୍ତ୍ତନ କରିବା ଆରମ୍ଭ ହୋଇଛି । ସ୍ବାଭାବିକ ସମୟର ଦୁଇ ଦିନ ପୂର୍ବରୁ ମୌସୁମୀ ଓଡ଼ିଶାରୁ ଫେରିଛି । ଚଳିତ ବର୍ଷ ସ୍ବାଭାବିକ ସମୟର ୪ ଦିନ ପୂର୍ବରୁ ଓଡିଶା ଛୁଇଁଥିଲା ମୌସୁମୀ । କେରଳ ଛୁଇଁବ ର ୮ ଦିନ ପରେ ଓଡ଼ିଶାରେ ପ୍ରବେଶ କରିଥିଲା । ଓଡିଶାରେ ଏଥର ସ୍ବାଭାବିକ ବର୍ଷା ରେକର୍ଡ ହୋଇଛି । ଗତ ସପ୍ତାହେ ହେବ ଓଡିଶ
Oct 13,2024, 20:39 PM IST
alt
Weather Update: ରାଜ୍ୟରେ ମୌସୁମୀ ସକ୍ରିୟ ରହିଥିବା ବେଳେ ଆଜି ମଧ୍ୟ କେତେକ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ଗତକାଲି ମଧ୍ୟ ରାଜ୍ୟର କେତେକ ସ୍ଥାନରେ ବର୍ଷା ହୋଇଥିଲା। ମଙ୍ଗଳବାର ସକାଳ ସକାଳ ସାଢେ ୫ଟା ମଧ୍ୟରେ ନୟାଗଡରେ ସର୍ବାଧିକ ବର୍ଷା ୧୫.୨ ମିମି ରେକର୍ଡ ହୋଇଥିବା ବେଳେ ଢେଙ୍କାନାଳ, ଦାରିଙ୍ଗିବାଡି, ଫୁଲବାଣୀ ,କୋରାପୁଟ୍, କେନ୍ଦୁଝର, ଝାରସୁଗୁଡା, ଅନୁଗୁଳ,ଭୁବନେଶ୍ବର, କଟକ ଏବଂ ଚାନ୍ଦବାଲିରେ ବର୍ଷା ହୋଇଛି।  ପାଣିପାଗ ବିଭାଗ ପକ୍ଷରୁ ମିଳିଥିବା ତାଜା ସୂଚନା ଅନୁସାରେ, ଆଜି ଉତ୍ତର ଓଡିଶାର କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ବିଶେଷକରି, ମୟୂରଭଂଜ, କେନ୍ଦୁଝର, ସୁନ୍ଦରଗଡ, ବାଲେଶ୍ବର,  ଭଦ୍ରକ, ମାଲକାନଗିରି, କୋରାପୁଟ୍ , ରାୟଗଡା ଓ ଗଜପତିରେ  ବିଜୁଳି ଘଡ଼଼ଘଡି ସହ ବର୍ଷା ହେବାର ସମ୍ଭାବନା 
Oct 9,2024, 18:45 PM IST
alt
Sep 28,2024, 19:41 PM IST
alt
Sep 19,2024, 19:04 PM IST
alt
Aug 27,2024, 17:46 PM IST
View More

Trending news