Advertisement

Orissa High Court

alt
ଓଲିଉଡ ସୁପରଷ୍ଟାର ଅନୁଭବ ମହାନ୍ତି ଓ ପତ୍ନୀ ବର୍ଷା ପ୍ରିୟଦର୍ଶିନୀଙ୍କ ବିବାହ ବିଚ୍ଛେଦ କେସରେ ଆସିଛି ନୂଆ ମୋଡ । ଆଜି ହାଇକୋର୍ଟ ଅନୁଭବଙ୍କ ବିବାହ ବିଚ୍ଛେଦ ନିମନ୍ତେ ଅନୁମତି ଦେଇଛନ୍ତି । ଅନୁଭବ କରିଥିବା ଆବେଦନ ଆଧାରରେ ମାନ୍ୟବର ହାଇକୋର୍ଟ ଏହି ନିର୍ଦ୍ଦେଶ ଦେଇଛନ୍ତି । କେବଳ ସେତିକି ନୁହେଁ ପରିବାର ଅଦାଲତ ଅଗ୍ରାହ୍ୟ କରିଥିବା ନିର୍ଦ୍ଦେଶକୁ ହାଇକୋର୍ଟ ଖାରଜ କରିଛନ୍ତି । ଅନୁଭବ ମଗାନ୍ତି ହାଇକୋର୍ଟରେ ନିଜର ପକ୍ଷ ରଖିବା ସହିତ ମାମଲା ବିଷୟରେ ଉଲ୍ଲେଖ କରିଥିଲେ । ବିବାହ ଓ ନିଜ ବୈବାହିକ ଜୀବନରେ ଘଟିଥିବା ଘଟଣାକୁ ହାଇକୋର୍ଟଙ୍କୁ ଜଣାଇଥିଲେ ଅନୁଭବ । ବର୍ଷା ପତ୍ନୀର କର୍ତ୍ତବ୍ୟ କରିନାହାନ୍ତି ଓ ପରିବାରକୁ ଆଗେଇ ନେବାପାଇଁ ତାଙ୍କର କୌଣସି ଭୂମିକା ନାହିଁ ବୋଲି ଅନୁଭବ କୋର୍ଟରେ ଅଭିଯୋଗ କରିଥିଲେ । ତେବେ ପ୍ରଶ୍ନ ଉଠୁ
Dec 21,2023, 18:23 PM IST

Trending news