Advertisement

Sasmit Patra

alt
ବିଜେଡିରୁ ବିଦା ହୋଇଥିବା ଜନବିରୋଧୀ ଓ ଦଳ ଯାହାକୁ ଟିକେଟ ଦେବନି ସେମାନଙ୍କୁ ପାଛୋଟିନେଉଛି । ଯେଉଁମାନଙ୍କୁ ବିଜେଡି ଜନବିରୋଧୀ କାର୍ଯ୍ୟପାଇଁ ବିଦା କରିଛି, ଯେଉଁ ନେତାଙ୍କୁ ଆଉ ଟିକେଟ ଦେବନି ଓ ଯାହାର ଦଳରେ ଆଉ ଭବିଷ୍ଯତ ନାହିଁ ସେମାନଙ୍କୁ ଦଳକୁ ନେଉଛି ବିଜେପି । ରାଜ୍ଯର ୧୪୭ ବିଧାନସଭା ଓ ୨୧ ଲୋକସଭା ନିର୍ବାଚନମଣ୍ଡଳୀରେ ଟିକେଟ ଦେବାକୁ ବିଜେପି ପାଖରେ ପ୍ରାର୍ଥୀ ନାହାନ୍ତି । ଏଣୁ ସେମାନଙ୍କୁ ଓଡ଼ିଶା ବିଜେପି ନେଇ ଟିକେଟ ଦେବାକୁ ମନସ୍ଥ କରିଛି । ଆଜି ବିଜେପି ଯାଉଥିବା ନେତାମାନଙ୍କ ଯଦି ବିଜେଡି ଟିକେଟ ଦେବାକୁ କହିବ ତେବେ ସେମାନେ ପୁଣି କାଲି ଦଳ ବଦଳାଇଦେବେ । ବିଜେଡି ସବୁବେଳେ ଓଡ଼ିଶାବାସୀଙ୍କ ସେବାରେ ଓ ବିକାଶରେ ନିୟୋଜିତ ହୋଇଛି । ମୁଖ୍ଯମନ୍ତ୍ରୀଙ୍କ ନେତୃତ୍ବରେ ଫାଇଭ-ଟି ଉପକ୍ରମରେ ରାଜ୍ଯର ରୂପାନ୍ତରଣ ଚାଲିଛ
Mar 3,2024, 13:13 PM IST

Trending news