Advertisement

Terrible accident

alt
କେନ୍ଦୁଝର ଘଟଗାଁ ଥାନା ପିପିଳିଆ ଛକ ନିକଟରେ ରଡ ବୋଝେଇ ଟ୍ରକ ଧକ୍କାରେ ଘଟଣାସ୍ଥଳରେ ବାପ ପୁଅ ମୃତ୍ୟୁ ବରଣ କରିଥିବା ବେଳେ ଖବର ପାଇ ଗାଁରେ ଦାଦା ହୃଦଘାତରେ ମୃତ୍ୟୁ ବରଣ କରିଛନ୍ତି । ଆଜି ସକାଳ ୯ଟାରେ ବାରିଗାଁରୁ ବାପା କାଣ୍ଡେ ମୁଣ୍ଡା ଓ ପୁଅ ଲକ୍ଷ୍ମଣ ମୁଣ୍ଡା ଏକ ସ୍କୁଟି ଯୋଗେ ବାଙ୍କପାଟୁଳୀ ସାପ୍ତାହିକ ହାଟକୁ ଆସୁଥିବା ବେଳେ ପିପିଳିଆ ଛକ ନିକଟରେ କେନ୍ଦୁଝର ପଟକୁ ଆସୁଥିବା ଏକ ରଡ଼ ବୋଝେଇ ଆଇଚର ଗାଡ଼ି ସ୍କୁଟିକୁ ଧକ୍କା ଦେଇଥିଲା । ଫଳରେ ଘଟଣାସ୍ଥଳରେ ବାପ ପୁଅ ଦୁଇ ଜଣ ମୃତ୍ୟୁ ବରଣ କରିଥିବା ବେଳେ ତାଙ୍କୁ ସଙ୍ଗେ ସଙ୍ଗେ କେନ୍ଦୁଝର ମୁଖ୍ୟ ଚିକିତ୍ସାଳୟକୁ ପଠାଇ ଦେଇଥିଲେ । ଏହି ଖବର ଗାଁରେ ପହଞ୍ଚିବା ପରେ (ବାରିଗାଁ ରେ ) ପୁଅର ଦାଦା ସମରା ମୁଣ୍ଡା ହୃହ ଘାତ ରେ ସେଇ ଠାରେ ଟଳି ପଡ଼ିଥିଲେ । ଘଟଣା ପରେ ଉତ୍ୟକ୍ତ ଲୋ
Feb 23,2024, 14:39 PM IST
alt
Feb 14,2024, 0:02 AM IST
alt
Jan 20,2024, 20:08 PM IST

Trending news