Advertisement

Today weather report

alt
ଓଡ଼ିଶାରୁ ଫେରିଗଲା ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ । ଅଧିକାଂଶ ଜିଲ୍ଲାରୁ ଆଜି ମୌସୁମୀ ପ୍ରତ୍ୟାବର୍ତ୍ତନ କରିଛି । ଆସନ୍ତା ଦୁଇଦିନ ମଧ୍ୟରେ ସଂପୂର୍ଣ୍ଣ ଓଡିଶାରୁ ମୌସୁମୀ ଫେରିବା ନେଇ ପାଗ ଅନୁକୂଳ ରହିଛି । ଦେଶରେ ଗୁଜରାଟ, ମଧ୍ୟପ୍ରଦେଶ, ଝାଡ଼ଖଣ୍ଡ, ବିହାରରୁ ସଂପୂର୍ଣ୍ଣ ଫେରିଯାଇଛି ମୌସୁମୀ । ମହାରାଷ୍ଟ୍ର, ଛତିଶଗଡ଼ର କିଛି ଅଞ୍ଚଳ ସମେତ ଓଡ଼ିଶା, ପଶ୍ଚିମବଙ୍ଗ ଏବଂ ସିକିମର କିଛି ଅଞ୍ଚଳରୁ ମୌସୁମୀ ପ୍ରତ୍ୟାବର୍ତ୍ତନ କରିବା ଆରମ୍ଭ ହୋଇଛି । ସ୍ବାଭାବିକ ସମୟର ଦୁଇ ଦିନ ପୂର୍ବରୁ ମୌସୁମୀ ଓଡ଼ିଶାରୁ ଫେରିଛି । ଚଳିତ ବର୍ଷ ସ୍ବାଭାବିକ ସମୟର ୪ ଦିନ ପୂର୍ବରୁ ଓଡିଶା ଛୁଇଁଥିଲା ମୌସୁମୀ । କେରଳ ଛୁଇଁବ ର ୮ ଦିନ ପରେ ଓଡ଼ିଶାରେ ପ୍ରବେଶ କରିଥିଲା । ଓଡିଶାରେ ଏଥର ସ୍ବାଭାବିକ ବର୍ଷା ରେକର୍ଡ ହୋଇଛି । ଗତ ସପ୍ତାହେ ହେବ ଓଡିଶ
Oct 13,2024, 20:39 PM IST
alt
Oct 12,2024, 19:13 PM IST
alt
Weather Update: ପାର୍ବଣ ପୂର୍ବରୁ ବଦଳିଲା ପାଗର ମିଜାଜ୍। ସୃଷ୍ଟ ହେଲା ଲଘୁଚାପ। ଉତ୍ତର ବଙ୍ଗୋପସାଗରରେ ଏବଂ ତାର ପାଶ୍ୱବର୍ତ୍ତୀ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। କିନ୍ତୁ ଏହାର ପ୍ରଭାବ ଅଧିକ ରହିବ ନାହିଁ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି। ଲଘୁଚାପ ପ୍ରଭାବରେ ଆଗାମୀ ୭ ଦିନ ରାଜ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ। ରାଜ୍ୟରେ କାଁ-ଭାଁ ସ୍ଥାନରେ ବର୍ଷା ରହିବ। ଆଜି ବିଶେଷକରି, ବାଲେଶ୍ଵର, ମୟୂରଭଞ୍ଜ, ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି ଓ ଭଦ୍ରକ ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି। ୧୦ ତାରିଖ ପରେ ରାଜ୍ୟରେ ବର୍ଷାର ପରିମାଣ ବୃଦ୍ଧି ପାଇବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ। ସେହିପରି, ଆସନ୍ତାକାଲି ଉତ୍ତର ଓ ପଶ୍ଚିମ ଓଡିଶାର କେତେକ ଜିଲ୍ଲାରେ ବର୍ଷ
Oct 5,2024, 20:00 PM IST
alt
Jan 3,2023, 19:39 PM IST
Read More

Trending news