Friday Rituals: ଜ୍ୟୋତିଷ ଶାସ୍ତ୍ରରେ, ଦେବୀ ଲକ୍ଷ୍ମୀଙ୍କୁ ପ୍ରସନ୍ନ କରିବା ସହ ଧନ ଲାଭ ନେଇ ଅନେକ ଉପାୟ ବିଷୟରେ ବର୍ଣ୍ଣନା କରାଯାଇଛି । ପ୍ରତ୍ୟେକ ବ୍ୟକ୍ତି ଚାହାଁନ୍ତି କି ତାଙ୍କ ପରିବାର ଉପରେ ମାଆ ଲକ୍ଷ୍ମୀଙ୍କ ଆଶୀର୍ବାଦ ଓ କୃପା ସଦା ସର୍ବଦା ରହିଥାଉ । ତେଣୁ ଶୁକ୍ରବାର ଦିନକୁ ମାଆ ଲକ୍ଷ୍ମୀଙ୍କୁ ଉତ୍ସର୍ଗ କରାଯାଇଛି। ଏହି ଦିନ ମାଆ ଲକ୍ଷ୍ମୀଙ୍କ ପୂଜା କରିବା ସହ କିଛି ବିଶେଷ ଉପାୟ କଲେ ଧନର ଦେବୀଙ୍କ ଆଶିଷ ଲାଭ ହୋଇଥାଏ ।
Trending Photos
Friday Rituals: ହିନ୍ଦୁ ଧର୍ମରେ ମାଆ ଲକ୍ଷ୍ମୀଙ୍କୁ ଧନର ଦେବୀ ଭାବେ ବିବେଚନା କରାଯାଇଥାଏ । ଯେଉଁ ବ୍ୟକ୍ତି ମାଆ ଲକ୍ଷ୍ମୀକୁ ପୂଜା ଓ ଶ୍ରଦ୍ଧା ମାଧ୍ୟମରେ ସନ୍ତୁଷ୍ଟ କରିଥାଏ ତା’ ଜୀବନରେ ଆର୍ଥିକ ସଙ୍କଟ ଦୂର ହୋଇଥାଏ । ଜ୍ୟୋତିଷ ଶାସ୍ତ୍ରରେ, ଦେବୀ ଲକ୍ଷ୍ମୀଙ୍କୁ ପ୍ରସନ୍ନ କରିବା ସହ ଧନ ଲାଭ ନେଇ ଅନେକ ଉପାୟ ବିଷୟରେ ବର୍ଣ୍ଣନା କରାଯାଇଛି । ପ୍ରତ୍ୟେକ ବ୍ୟକ୍ତି ଚାହାଁନ୍ତି କି ତାଙ୍କ ପରିବାର ଉପରେ ମାଆ ଲକ୍ଷ୍ମୀଙ୍କ ଆଶୀର୍ବାଦ ଓ କୃପା ସଦା ସର୍ବଦା ରହିଥାଉ । ତେଣୁ ଶୁକ୍ରବାର ଦିନକୁ ମାଆ ଲକ୍ଷ୍ମୀଙ୍କୁ ଉତ୍ସର୍ଗ କରାଯାଇଛି। ଏହି ଦିନ ମାଆ ଲକ୍ଷ୍ମୀଙ୍କ ପୂଜା କରିବା ସହ କିଛି ବିଶେଷ ଉପାୟ କଲେ ଧନର ଦେବୀଙ୍କ ଆଶିଷ ଲାଭ ହୋଇଥାଏ ।
ଜ୍ୟୋତିଷ ଶାସ୍ତ୍ରରେ ଅନୁଯାୟୀ, ଶୁକ୍ରବାର ଦିନ ରାତିରେ କିଛି ବିଶେଷ ଗୁପ୍ତ ଉପାୟ କରିବା ଦ୍ବାରା ମାଆ ଲକ୍ଷ୍ମୀ ପ୍ରସନ୍ନ ହୋଇଥାଆନ୍ତି । ଯଦି ଆପଣ ଆର୍ଥିକ୍ ସଙ୍କଟରୁ ମୁକ୍ତି ପାଇବା ପାଇଁ ଚାହୁଁଛନ୍ତି, ତାହାଲେ ଶୁକ୍ରବାର ରାତିରେ ଏହି ଗୁପ୍ତ ଉପାୟ ଆପଣାନ୍ତୁ । ଏହା କରିବା ଦ୍ବାରା ଧନର ଦେବୀ ପ୍ରସନ୍ନ ହେବା ସହ ଜୀବନରେ ଲାଗି ରହିଥିବା ଆର୍ଥିକ ସମସ୍ୟା ଦୂର ହୋଇଥାଏ । ତେବେ ଆସନ୍ତୁ ଜାଣିବା ଏହି ବିଶେଷ ଉପାୟ ବିଷୟରେ ।
Disclaimer: ଏଠାରେ ଦିଆଯାଇଥିବା ସୂଚନା ଜ୍ୟୋତିଷ ଶାସ୍ତ୍ର ଓ ସାଧାରଣ ଅନୁମାନ ଉପରେ ଆଧାରିତ। କେବଳ ସୂଚନା ପାଇଁ ଦିଆଯାଇଛି। ZEE ODISHA NEWS ଏହା ନିଶ୍ଚିତ କରେ ନାହିଁ। କୌଣସି ଉପାୟ କରିବା ପୂର୍ବରୁ ସମ୍ପୃକ୍ତ ବିଷୟର ବିଶେଷଜ୍ଞଙ୍କ ସହିତ ପରାମର୍ଶ କରି ନିଶ୍ଚିତ ହୁଅନ୍ତୁ।