Shani Margi: କୁହାଯାଏ, ଶନି ଦେବ ପ୍ରତ୍ୟେକ ମଣିଷକୁ ତା କର୍ମ ଅନୁଯାୟୀ ଫଳ ଦେଇଥାଆନ୍ତି । ଶନି ଦେବ ସନ୍ତୁଷ୍ଟ ହେଲେ ମଣିଷର ଭାଗ୍ୟଦୋୟ ହେବାକୁ ବେଶି ସମୟ ଲାଗେ ନଥାଏ । ସେହିପରି ଯଦି ଶନି ଦେବ ରୋଷ କଲେ ବା ଅସନ୍ତୁଷ୍ଟ ହେଲେ ବ୍ୟକ୍ତି କୌଣସି କାର୍ଯ୍ୟରେ ସଫଳ ହୋଇପାରେ ନାହିଁ। ବ୍ୟକ୍ତିକୁ ଜୀବନରେ ଅନେକ ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼ିଥାଏ ।
Trending Photos
Shani Margi: କୁହାଯାଏ, ଶନି ଦେବ ପ୍ରତ୍ୟେକ ମଣିଷକୁ ତା କର୍ମ ଅନୁଯାୟୀ ଫଳ ଦେଇଥାଆନ୍ତି । ଶନି ଦେବ ସନ୍ତୁଷ୍ଟ ହେଲେ ମଣିଷର ଭାଗ୍ୟଦୋୟ ହେବାକୁ ବେଶି ସମୟ ଲାଗେ ନଥାଏ । ସେହିପରି ଯଦି ଶନି ଦେବ ରୋଷ କଲେ ବା ଅସନ୍ତୁଷ୍ଟ ହେଲେ ବ୍ୟକ୍ତି କୌଣସି କାର୍ଯ୍ୟରେ ସଫଳ ହୋଇପାରେ ନାହିଁ। ବ୍ୟକ୍ତିକୁ ଜୀବନରେ ଅନେକ ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼ିଥାଏ । ଜ୍ୟୋତିଷ ଶାସ୍ତ୍ରରେ, ନବ ଗ୍ରହଙ୍କ ମଧ୍ୟରୁ ଶନି ଦେବଙ୍କୁ ସବୁଠାରୁ ଉଗ୍ର ଗ୍ରହ ଭାବେ ବିବେଚନା କରାଯାଇଛି।
ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ନଭେମ୍ବର ୪ରେ ଶନି କୁମ୍ଭ ରାଶିକୁ ଚଳନ କରିଛନ୍ତି। ତେବେ ଏହି ଚଳନ ଫଳରେ ଆଗାମୀ ୨୩୭ ଦିନ ପର୍ଯ୍ୟନ୍ତ ୫ଟି ରାଶି ଉପରେ ଶନି ଦେବଙ୍କ ବକ୍ର ଦୃଷ୍ଟି ରହିବ । ତେଣୁ ଏହି ରାଶିର ବ୍ୟକ୍ତି ବିଶେଷଙ୍କୁ ବିଶେଷ ସର୍ତକ ରହିବାକୁ ପଡିବ । ଶାସ୍ତ୍ର ଅନୁଯାୟୀ, ଏହି ସମୟରେ କୁମ୍ଭ ରାଶି ସମେତ ମୀନ ଓ ମକର, ବିଛା ଓ କର୍କଟ ରାଶି ଉପରେ ଶନିଙ୍କ ବକ୍ର ଦୃଷ୍ଟି ରହିଛି । ଏପରି ପରିସ୍ଥିତିରେ, ଏହି ରାଶିର ଲୋକଙ୍କୁ ଆଗାମୀ ୨୩୭ ଦିନ ଯାଏଁ ସତର୍କ ରହିବାକୁ ପଡି଼ବ । ଏଥିରେ ଭୟଭୀତ ନହୋଇ ଶନି ଦେବଙ୍କୁ ପ୍ରସନ୍ନ କରିବା ନେଇ କରନ୍ତୁ କିଛି ବିଶେଷ ଉପାୟ ।
ଶନି ଦେବଙ୍କୁ ପ୍ରସନ୍ନ ନେଇ ଉପାୟ
(Disclaimer: ଏଠାରେ ଦିଆଯାଇଥିବା ସୂଚନା ଜ୍ୟୋତିଷ ଶାସ୍ତ୍ର ଓ ସାଧାରଣ ଅନୁମାନ ଉପରେ ଆଧାରିତ। କେବଳ ସୂଚନା ପାଇଁ ଦିଆଯାଇଛି। ZEE ODISHA NEWS ଏହା ନିଶ୍ଚିତ କରେ ନାହିଁ। କୌଣସି ଉପାୟ କରିବା ପୂର୍ବରୁ ସମ୍ପୃକ୍ତ ବିଷୟର ବିଶେଷଜ୍ଞଙ୍କ ସହିତ ପରାମର୍ଶ କରି ନିଶ୍ଚିତ ହୁଅନ୍ତୁ।)