ପ୍ରତିଦିନ ସକାଳେ ଉଠି ଗରମ ପାଣିରେ ଏହା ମିଶାଇ ପିଇଲେ ମିଳିଥାଏ ଜବରଦସ୍ତ ଲାଭ
Advertisement

ପ୍ରତିଦିନ ସକାଳେ ଉଠି ଗରମ ପାଣିରେ ଏହା ମିଶାଇ ପିଇଲେ ମିଳିଥାଏ ଜବରଦସ୍ତ ଲାଭ

ଗୋଲମରିଚରେ ପିପରାଇନ୍ ଥାଏ । ଏଥିରେ ଆଣ୍ଟି-ଡିପ୍ରେସାଣ୍ଟ ଗୁଣ ରହିଥାଏ । ଯେଉଁ କାରଣରୁ ଗୋଲମରିଚ ଲୋକଙ୍କୁ ଟେନସନ ଏବଂ ଡିପ୍ରେସନରୁ ମୁକ୍ତି ଦେଇଥାଏ । ଗ୍ରୀଷ୍ମ ଋତୁରେ ଗୋଲମରିଚ ଖାଇବା କମ୍ କରିବା ଉଚିତ ।

ପ୍ରତିଦିନ ସକାଳେ ଉଠି ଗରମ ପାଣିରେ ଏହା ମିଶାଇ ପିଇଲେ ମିଳିଥାଏ ଜବରଦସ୍ତ ଲାଭ

ଗରମ ପାଣି (Hot Water) ସ୍ୱାସ୍ଥ୍ୟ ବଜାୟ ରଖିବା ପାଇଁ ଲାଭଦାୟକ ହୋଇଥାଏ । ଉଷୁମ ପାଣି ସହିତ ଗୋଲମରିଚ (Black Pepper) ଖାଇବା ଦ୍ୱାରା କାଶ ଏବଂ ଥଣ୍ଡା ସମସ୍ୟା ଦୂର ହୁଏ । ଏକାସାଙ୍ଗରେ ମହୁ (Honey) ସହିତ ଗୋଲମରିଚ ଗୁଣ୍ଡ ଚାଟିଲେ ଗଳା ଯନ୍ତ୍ରଣା ଦୂର ହୁଏ । ଗୋଲମରିଚ ବ୍ୟବହାର ଶରୀରକୁ ଫିଟ୍ ରଖେ କିନ୍ତୁ କାଶ ଏବଂ ଥଣ୍ଡା ଭଳି ରୋଗରୁ ମଧ୍ୟ ଦୂରେଇ ରଖିଥାଏ ।

ଗରମ ପାଣି ସହିତ ଗୋଲମରିଚ ନିଅନ୍ତୁ:-

ଗୋଲମରିଚରେ ପିପରାଇନ୍ ଥାଏ । ଏଥିରେ ଆଣ୍ଟି-ଡିପ୍ରେସାଣ୍ଟ ଗୁଣ ରହିଥାଏ । ଯେଉଁ କାରଣରୁ ଗୋଲମରିଚ ଲୋକଙ୍କୁ ଟେନସନ ଏବଂ ଡିପ୍ରେସନରୁ ମୁକ୍ତି ଦେଇଥାଏ । ଗ୍ରୀଷ୍ମ ଋତୁରେ ଗୋଲମରିଚ ଖାଇବା କମ୍ କରିବା ଉଚିତ ।

ଗୋଲମରିଚ ଶରୀରରେ ଚର୍ବି ଜମିବାକୁ ପ୍ରତିରୋଧ କରିଥାଏ । ଏହା ସହିତ ଏହା ଆପଣଙ୍କ ମେଟାବୋଲିଜିମରେ ଉନ୍ନତି କରି କ୍ୟାଲୋରୀ ଦମନରେ ସାହାଯ୍ୟ କରିଥାଏ ।

ଯଦି ଆପଣ ଅଧା ଚାମଚ ଗୋଲମରିଚ ପାଉଡର ଏବଂ ଗୋଟିଏ ଚାମଚ ମିଶ୍ରି ମିଶାଇ ଏକ କପ୍ ଉଷୁମ କ୍ଷୀର ସହିତ ୩ ଥର ନେଉଛନ୍ତି । ତେବେ ଏହା ଥଣ୍ଡା ଓ ସର୍ଦ୍ଦି ପାଇଁ ଲାଭଦାୟକ ହୋଇଥାଏ ।

ଗୋଲମରିଚ ପାଣିରେ ପୁଟାଇ ପିଇଲେ ଏହା ଥଣ୍ଡା ଭଲ କରିଥାଏ । ଏହାସହ ମସ୍ତିଷ୍କ ହାଲୁକା ହୋଇଥାଏ ।

ଡିସକ୍ଲେମର: ଏହି ପ୍ରବନ୍ଧରେ ଦିଆଯାଇଥିବା ସୂଚନା ସାଧାରଣ ଅନୁମାନ ଉପରେ ଆଧାରିତ । ଏଠାରେ ପ୍ରଦାନ କରାଯାଇଥିବା ସୂଚନା କୌଣସି ଡାକ୍ତରୀ ପରାମର୍ଶର ବିକଳ୍ପ ନୁହେଁ । ଏହା କେବଳ ଶିକ୍ଷା ଉଦ୍ଦେଶ୍ୟରେ ଦିଆଯାଉଛି ।

ଅଧିକ ପଢ଼ନ୍ତୁ:-IS କୁ ନେଇ ଚେତାବନୀ ଜାରି କଲା ଋଷ, ଏହି ୨ ଦେଶ ସହ ଲାଗିଥିବା ଆଫଗାନିସ୍ତାନ ସୀମାରେ ଅଛନ୍ତି ୧୦ ହଜାରରୁ ଉର୍ଦ୍ଧ୍ୱ IS ଆତଙ୍କୀ

ଅଧିକ ପଢ଼ନ୍ତୁ:-ଏହି ରାଜ୍ୟର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର! ୧୧ ପ୍ରତିଶତ ବଢ଼ିଲା ମହଙ୍ଗା ଭତ୍ତା, ମିଳିବ ୨ ମାସର ବକେୟା ରାଶି

ଅଧିକ ପଢ଼ନ୍ତୁ:-ଅଧିନାୟକତ୍ୱ ଛାଡିବେ କୋହଲି? ଟି-20 ବିଶ୍ୱକପ ପରେ ଏହି ଖେଳାଳି ହୋଇପାରନ୍ତି ଭାରତର ଅଧିନାୟକ

ଅଧିକ ପଢ଼ନ୍ତୁ:-ପାକିସ୍ତାନ ଗାଲରେ ତାଲିବାନର ଶକ୍ତ ଚାପୁଡ଼ା, ଜାଣନ୍ତୁ ସଂପୂର୍ଣ୍ଣ ଘଟଣା