Horoscope of 28th October 2022: କୌଣସି ଦୁଃସମ୍ବାଦ ପାଇ ବିଚଳିତ ହେବେ, ପାରିବାରିକ ଅଶାନ୍ତି ଉପୁଜିପାରେ
Advertisement
Article Detail0/zeeodisha/odisha1413756

Horoscope of 28th October 2022: କୌଣସି ଦୁଃସମ୍ବାଦ ପାଇ ବିଚଳିତ ହେବେ, ପାରିବାରିକ ଅଶାନ୍ତି ଉପୁଜିପାରେ

Horoscope of 28th October 2022: କର୍ମ କ୍ଷେତ୍ରରେ ଅଶାନ୍ତିର ବାତାବରଣ ଦେଖାଦେବ । ଦୃଢମନୋବଳ ଯୋଗୁଁ ପ୍ରତିଟି କାର୍ଯ୍ୟରେ ସଫଳ ହେବେ । ଶାରୀରିକ କିମ୍ବା ମାନସିକ ଆଘାତ ପାଇବେ । ପଡୋଶୀ ମାନଙ୍କ ସହ ମନାନ୍ତର ହେଖା ଦେବ । 

Horoscope of 28th October 2022: କୌଣସି ଦୁଃସମ୍ବାଦ ପାଇ ବିଚଳିତ ହେବେ, ପାରିବାରିକ ଅଶାନ୍ତି ଉପୁଜିପାରେ

Horoscope of 28th October 2022, ମେଷ: ଶରୀର ଆରୋଗ୍ୟ ରହିବ । କର୍ମ କ୍ଷେତ୍ରରେ ସହକର୍ମୀଙ୍କ ସହ ପ୍ରତିଯୋଗିତା ମନୋଭାବ ନେଇ କାର୍ଯ୍ୟ କରିବେ । ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବ ।

ବୃଷ: ସ୍ୱାସ୍ଥ୍ୟ ସଚେତନ ହେବେ । ବନ୍ଧୁବାନ୍ଧବଙ୍କ ଗହଣରେ ଦିନ କାଟିବେ । ସୁସ୍ୱାଦୁ ଭୋଜନ ପ୍ରାପ୍ତି ହେବ । ଅର୍ଥ ଓ ସମ୍ମାନ ମିଳିବ । ସାମାଜିକ ପ୍ରତିଷ୍ଠା ଅକ୍ଷୂର୍ଣ୍ଣ ରହିବ ।

ମିଥୁନ: ହସ ଖୁସିରେ ଦିନ ଅତିବାହିତ କରିବେ । ଦେହ ଓ ମନ ଭଲ ରହିବ । କର୍ମ କ୍ଷେତ୍ରରେ ଉଚ୍ଚ ପ୍ରଶଂସା ମିଳିବ । ବ୍ୟବସାୟରେ ଅଗ୍ରଗତି ହେବ । ଦୂରଯାତ୍ରା ସଫଳ ହେବ ।

କର୍କଟ: ମୁଣ୍ଡବିନ୍ଧା, ଉଦର ପୀଡା ଭଳି ଅସୁସ୍ଥତା ଦେଖାଦେବ । କୌଣସି ବି କାର୍ଯ୍ୟ ଠିକ୍ ଭାବେ ତୁଳାଇପାରିବେ ନାହିଁ । ଧାର କରଜ କରିପାରନ୍ତି ।

Also Read: ବର୍ଷିବ ଶନି ଦେବଙ୍କ କୃପା, ବର୍ତ୍ତମାନ ଏସବୁ ରାଶିର ଲୋକଙ୍କ ଖୋଲିବ ଭାଗ୍ୟ; ପୂରଣ ହେବ ମନସ୍କାମନା

 

ସିଂହ:ମନ ପ୍ରଫୁଲ୍ଲ ରହିବ । କର୍ମ କ୍ଷେତ୍ରରେ ଉତ୍ସାହ ସହ କାର୍ଯ୍ୟ ତୁଳାଇବେ । ଅକସ୍ମାତ ସୁସମ୍ବାଦ ପ୍ରାପ୍ତ ହେବ । ବିଭିନ୍ନ ସୂତ୍ରରୁ ଆୟର ଯୋଗ ରହୁଛି ।

କନ୍ୟା: ବ୍ୟସ୍ତତା ମଧ୍ୟେ ଦିନ କଟିବ । କୌଣସି ଦୁଃସମ୍ବାଦ ପାଇ ବିଚଳିତ ହେବେ । ବାଦ ବିବାଦଠାରୁ ଦୂରେଇ ରୁହନ୍ତୁ । କଥାବାର୍ତ୍ତାରେ ସଂଯମତା ରଖି ଚଳନ୍ତୁ ।

ତୁଳା: ଜୀବନ ଆନନ୍ଦମୟ ହେବ । ମାନ ସମ୍ମାନ ମିଳିବ । ବନ୍ଧୁ ସହଯୋଗ ପ୍ରାପ୍ତ ହେବ । ଅକସ୍ମାତ ଧନ ଲାଭର ସୂଚନା ମିଳୁଛି । ସୁସ୍ୱାଦୁ ଭୋଜନ ପ୍ରାପ୍ତ ହେବ । ପାରିବାରିକ ଜୀବନ ଆନନ୍ଦମୟ ହେବ ।

ବିଛା: ଶରିରୀକ  ଅସୁସ୍ଥତା ବୋଧ ହେବ । କାର୍ଯ୍ୟ  ସମ୍ପନ୍ନ କରିବାରେ ବିଳମ୍ବ ହେବ । କର୍ମକ୍ଷେତ୍ର ଅସହଜ ବୋଧ ହେବ । ପାରିବାରିକ ଅଶାନ୍ତି ଉପୁଜିବ । ବ୍ୟବସାୟ ପାଇଁ  ପୁଞ୍ଜିର ଆବଶ୍ୟକତା ହୋଇପାରେ ।

Also Read: ଚିନ୍ତା ବଢ଼ାଉଛି ନଭେମ୍ବର ୮ର ଚନ୍ଦ୍ର ଗ୍ରହଣ, ୪ ରାଶି ପାଇଁ ଲାଭ ଓ ୪ ରାଶି ପାଇଁ କ୍ଷତିର ଯୋଗ

ଧନୁ: ମନ ବିଷର୍ଣ୍ଣ ରହିବ । କର୍ମ କ୍ଷେତ୍ରରେ ଅଶାନ୍ତିର ବାତାବରଣ ଦେଖାଦେବ । ଦୁଶ୍ଚିନ୍ତା ଦେଇ ଗତି କରିବେ । ଶାରୀରିକ କିମ୍ବା ମାନସିକ ଆଘାତ ପାଇବେ । ଆୟ ବ୍ୟୟ ପ୍ରାୟ ସମାନ ରହିବ ।

ମକର: ଦୃଢମନୋବଳ ଯୋଗୁଁ ପ୍ରତିଟି କାର୍ଯ୍ୟରେ ସଫଳ ହେବେ । ନିର୍ଦ୍ଦିଷ୍ଟ ସମୟ ପୂର୍ବରୁ କାର୍ଯ୍ୟ ସଂପାଦନ କରିବେ । ଆୟ ଉତ୍ତମ ହେବ । ପାରିବାରିକ ସୁଖଶାନ୍ତି ଲାଭ କରିବେ ।

କୁମ୍ଭ: କର୍ତ୍ତବ୍ୟ ନିଷ୍ଠ ହେବେ । ଆୟ ଅବ୍ୟାହତ ରହିବ । ନୂତନ ଦ୍ରବ୍ୟ ଲାଭ ଯୋଗ ରହିଛି । ଉଚ୍ଚ ଆସା ସଫଳ ହେବ । ପାରିବାରିକ ଜୀବନ ଭୋଗବିଳାସରେ କଟିବ ।

ମୀନ: ତରବରରେ  କାର୍ଯ୍ୟ   କରନ୍ତୁ ନାହଁ । ଆୟ ବ୍ୟୟ ସମାନ ରହିବ । ପଡୋଶୀ ମାନଙ୍କ ସହ ମନାନ୍ତର ହେଖା ଦେବ । ବ୍ୟବସାୟରେ ସ୍ୱଳ୍ପ ଲାଭ ହେବ । ସ୍ୱାସ୍ଥ୍ୟ ଭଲ ରହିବ ନାହଁ ।