Advertisement
Photo Details/zeeodisha/odisha2316152
photoDetails0hindi

Chief minister grievance: ଆଜିଠୁ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଶୁଣାଣି, ସକାଳୁ ଲାଗିଛି ଲମ୍ବା ଲାଇନ୍...

ଆଜିଠୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଜନତା ଦରବାର ଆରମ୍ଭ ହୋଇଯାଇଛି। ଆଜି ନୂତନ ମୁଖ୍ୟମନ୍ତ୍ରୀଙ୍କ ପ୍ରଥମ ଅଭିଯୋଗ ଶୁଣାଣି ଆରମ୍ଭ ହୋଇ ଥିବା ବେଳେ ମୁଖ୍ୟମନ୍ତ୍ରୀ ଅଭିଯୋଗ ପ୍ରକୋଷ୍ଠରେ ପ୍ରତି ସୋମବାର ନିୟମିତ ଚାଲିବ ଅଭିଯୋଗ ଶୁଣାଣି। ସରକାର ସମସ୍ୟା ଶୁଣିବା ସହ ସମାଧାନ ଦିଗରେ ପଦକ୍ଷେପ ନେବେ।

1/6

ଆଜିଠୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଜନତା ଦରବାର ଆରମ୍ଭ ହୋଇଯାଇଛି।

2/6

ମୁଖ୍ୟମନ୍ତ୍ରୀଙ୍କ ପ୍ରଥମ ଅଭିଯୋଗ ଶୁଣାଣି ଆରମ୍ଭ ହୋଇ ଥିବା ବେଳେ ମୁଖ୍ୟମନ୍ତ୍ରୀ ଅଭିଯୋଗ ପ୍ରକୋଷ୍ଠରେ ପ୍ରତି ସୋମବାର ନିୟମିତ ଚାଲିବ ଅଭିଯୋଗ ଶୁଣାଣି।

3/6

ଆଜିର ଜନ ଶୁଣାଣି ପାଇଁ ଏଯାଏଁ ୩୦୦ରୁ ଅଧିକ ଲୋକ ନାମ ପଞ୍ଜିକରଣ କରିସାରିଥିବା ସୂଚନା ରହିଛି।

 

4/6

ପ୍ରଥମ ସୋମବାର ଅଭିଯୋଗର ଶୁଣାଣି ପାଇଁ ପହଞ୍ଚିଛନ୍ତି।

5/6

ଗୁହାରି ପାଇଁ ରାଜ୍ୟର ବିଭିନ୍ନ ସ୍ଥାନରୁ ଆସିଛନ୍ତି ଶତାଧିକ ଲୋକ। କେତେକ ଦିବ୍ୟାଙ୍ଗ ମଧ୍ୟ ମୁଖ୍ୟମନ୍ତ୍ରୀଙ୍କୁ ଅଭିଯୋଗ କରିବାକୁ ଆସିଥିବା ଦେଖିବାକୁ ମିଳିଛି।

 

6/6

୩୦୦ରୁ ଅଧିକ ଲୋକ ନାମ ପଞ୍ଜିକରଣ କରିସାରିଥିବା ସୂଚନା ରହିଛି ସକାଳ ୯ଟାରୁ ଆରମ୍ଭ ପଞ୍ଜିକରଣ ଆରମ୍ଭ ହୋଇ ଦିନ ୧୨ଟା ଯାଏ ଚାଲିବ।