Advertisement
Photo Details/zeeodisha/odisha2293573
photoDetails0hindi

Prime Minister Narendra Modi: ଚର୍ଚ୍ଚାରେ ଇଟାଲି ପ୍ରଧାନମନ୍ତ୍ରୀ ଜର୍ଜିଆ ମେଲୋନିଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଫଟୋ

 ଜି-୭ ସମ୍ମିଳନୀ ସାରି ଭାରତ ଫେରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଜି-୭ ସମ୍ମିଳନୀ ଇଟାଲି ପ୍ରଧାନମନ୍ତ୍ରୀ ଜର୍ଜିଆ ମେଲୋନିଙ୍କ ସହ ପ୍ରଧାନମନ୍ତ୍ରୀଙ୍କର କିଛି ଫଟୋ ଏବେ ଚର୍ଚ୍ଚାରେ ରହିଛି। ସମ୍ମିଳନୀରେ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍, ଇଟାଲି ପ୍ରଧାନମନ୍ତ୍ରୀ ଜର୍ଜିଆ ମେଲୋନି, ୟୁକ୍ରେନ ରାଷ୍ଟ୍ରପତି ଜେଲେ

1/5

ଜର୍ଜିଆ ମେଲୋନିଙ୍କ ସହ ପ୍ରଧାନମନ୍ତ୍ରୀଙ୍କର ଫଟୋ ଏବେ ସୋସିଆଲ ମିଡିଆରେ ଖୁବ୍ ଭାଇରାଲ ହେବାରେ ଲାଗିଛି।

2/5

ଜି-୭ ସମ୍ମିଳନୀ ଇଟାଲି ପ୍ରଧାନମନ୍ତ୍ରୀ ଜର୍ଜିଆ ମେଲୋନିଙ୍କ ସହ ପ୍ରଧାନମନ୍ତ୍ରୀଙ୍କର ଫଟୋକୁ ଲୋକେ ଖୁବ୍ ପସନ୍ଦ କରୁଥିବା ଦେଖିବାକୁ ମିଳିଛି । 

3/5

ଗ୍ଲୋବାଲ ସାଉଥ୍ ବା ଆଫ୍ରିକା, ଏସିଆ ଏବଂ ଲାଟିନ୍ ଆମେରିକା(America)ର ଅନେକ ପଛୁଆ, ବିକାଶଶୀଳ ରାଷ୍ଟ୍ର ଏବେ ଅନିଶ୍ଚିତତା ଏବଂ ଉତ୍ତେଜନା ମଧ୍ୟରେ ଗତି କରୁଥିବାରୁ ଚିନ୍ତା ପ୍ରକଟ କରିଛି ଭାରତ।

4/5

ଜି-୭ ସମ୍ମିଳନୀ ସାରି ଭାରତ ଫେରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଜି-୭ ସମ୍ମିଳନୀ ଇଟାଲି ପ୍ରଧାନମନ୍ତ୍ରୀ ଜର୍ଜିଆ ମେଲୋନିଙ୍କ ସହ ପ୍ରଧାନମନ୍ତ୍ରୀଙ୍କର କିଛି ଫଟୋ ଏବେ ଚର୍ଚ୍ଚାରେ ରହିଛି। 

5/5

ସମ୍ମିଳନୀରେ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍, ଇଟାଲି ପ୍ରଧାନମନ୍ତ୍ରୀ ଜର୍ଜିଆ ମେଲୋନି, ୟୁକ୍ରେନ ରାଷ୍ଟ୍ରପତି ଜେଲେନସ୍କି, ବ୍ରିଟେନ୍ ପ୍ରଧାନମନ୍ତ୍ରୀ ୠଷି ସୁନକ୍, ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ୍ ମାକ୍ରନ, ଜାତିସଂଘ ମୁଖ୍ୟ ଓ ଭାଟିକାନ୍ ସିଟି ପୋପ୍ ଫ୍ରାନ୍ସିସ୍ ପ୍ରମୁଖଙ୍କୁ ଭେଟିଛନ୍ତି ମୋଦି।