Advertisement
photoDetails0hindi

Today Horoscope: ଏହି ୩ ରାଶିଙ୍କ ପାଇଁ ବଢିପାରେ ଅଡୁଆ! ଜାଣନ୍ତୁ ଆଜିର ରାଶିଫଳ ଓ କେମିତି କଟିବ ଆପଣଙ୍କ ଦିନ

Today Horoscope: ବୈଦିକ ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ମୋଟ ୧୨ଟି ରାଶିର ବର୍ଣ୍ଣନା କରାଯାଇଛି । ପ୍ରତ୍ୟେକ ରାଶିର ଜଣେ ସ୍ୱାମୀ ଗ୍ରହ ରହିଥାଏ । ଗ୍ରହ ଓ ନକ୍ଷତ୍ରଗୁଡିକର ଗତି ଦ୍ୱାରା ରାଶିଫଳ ଗଣନା କରାଯାଏ । ଆସନ୍ତୁ ଜାଣିବା ଆଜି କେଉଁ ରାଶିର ଲୋକଙ୍କ ପାଇଁ ଦିନଟି ଭଲ କଟିବ ଓ କେଉଁ ରାଶିର ଲୋକଙ୍କୁ ଅତି ସାବଧାନତା ସହ ଚଳିବ ପଡ଼ିବ....

1/1

ମୀନ : ଆଜିର ଦିନ ସୁଖ-ଶାନ୍ତିରେ କଟିବ। ବ୍ୟାପାରିମାନଙ୍କ ଉତ୍ତମ ସମୟ ଅଟେ। ପତି-ପତ୍ନୀଙ୍କର ମଧ୍ୟରେ ଦାମ୍ପତ୍ୟ ଜୀବନରେ ନିକଟତା ଅନୁଭବ ହେବ। ମିତ୍ରମାନଙ୍କ ତଥା ସ୍ଵଜନମାନଙ୍କ ସହିତ ମିଳନ ତଥା ସାକ୍ଷାତ ସାର୍ବଜନିକ ଜୀବନରେ ପ୍ରସିଦ୍ଧି ମିଳିବ। ଉତ୍ତମ ବୈବାହିକ ସୁଖ ପ୍ରାପ୍ତି ହେବ।