ମିଥୁନ: ଆଜି ଆଳସ୍ୟ ଓ ଥକ୍କା ଅନୁଭବ କରିବେ। ଜରୁରୀ କାର୍ଯ୍ୟ କିମ୍ବା ନିର୍ଣ୍ଣୟ ନିଅନ୍ତୁ ନାହିଁ। କାର୍ଯ୍ୟକ୍ଷେତ୍ରରେ ଉଚ୍ଚସ୍ଥନଅଧିକାରୀଙ୍କ ସହ ଦେଖିଚାହିଁ କଥାବାର୍ତ୍ତା କରନ୍ତୁ। ବ୍ୟାପରରେ ବାଧା ଆସିପାରେ। ଦୂରଯାତ୍ରା ବେଳେ ସାବଧାନତା ଅବଲମ୍ବନ କରନ୍ତୁ।
କର୍କଟ: ସୂଚାରୁ ରୂପେ ସମସ୍ତ କାର୍ଯ୍ୟ ତୁଳାଇବେ। ସ୍ୱାସ୍ଥ୍ୟ ପ୍ରତି ବିଶେଷ ଯତ୍ନବାନ ହେବେ। କାର୍ଯ୍ୟାଳୟରେ ଉପରିସ୍ଥ ଅଧିକାରୀଙ୍କ ପ୍ରିୟଭାଜନ ହେବେ। ଆୟ ଉତ୍ତମ ହେବ। ପାରିବାରିକ ସୁଖଶାନ୍ତି ଲାଭ କରିବେ।
ସିଂହ: ସ୍ୱାସ୍ଥ୍ୟ ଭଲ ରହିବ। ଦୂରଯାତ୍ରା ଶୁଭପ୍ରଦ ହେବ। ନୂଆ କାମ ପାଇଁ ମନରେ ଉତ୍ସୁକତା ଲାଗି ରହିବ। ପୂର୍ବରୁ ଆପଣ ଯେଉଁ କାମରେ ହାତ ଦେଇଛନ୍ତି ସେଥିରେ କୃତକାର୍ଯ୍ୟ ହେବେ। କଳା, ସାହିତ୍ୟ କ୍ଷେତ୍ରରେ ପ୍ରଶଂସା ପାଇବେ।
ବିଛା: ସ୍ୱାସ୍ଥ୍ୟ ସମସ୍ୟା ଦେଖାଦେଇପାରେ। ମାନସିକ ଅବସାଦ ଦେଖାଦେବ। କର୍ମ ଚାପ ବଢିବ। ଆୟ ବ୍ୟୟ ପ୍ରାୟ ସମାନ ରହିବ। ବ୍ୟବସାୟରେ ମଧ୍ୟମ ଧରଣର ଫଳ ମିଳିବ। ଦୂରଯାତ୍ରା କରନ୍ତୁ ନାହିଁ।
ମକର: ଶାରୀରିକ ସୁସ୍ଥତା ଲାଭ କରିବେ। କର୍ମକ୍ଷେତ୍ର ଉଜ୍ଜଳମୟ ହେବ। ଆୟ ବୃଦ୍ଧି ପାଇବ। ବ୍ୟାଙ୍କିଙ୍ଗ୍ ଓ ଇନସୁରାନ୍ସ କର୍ମଚାରୀଙ୍କ ପାଇଁ ଦିନଟି ଶୁଭପ୍ରଦ ହେବ। କର୍ମ କ୍ଷେତ୍ରରେ ଉପରିସ୍ଥ ଅଧିକାରୀଙ୍କ ଆସ୍ଥା ଭାଜନ ହେବେ। ପାରିବାରିକ ସୁଖଶାନ୍ତି ବଜାୟ ରହିବ। ସେବା ପୂଜା ପାଇଁ ମନ ବଳିବ।
କୁମ୍ଭ: ସୁସ୍ଥତା ଅକ୍ଷୁର୍ଣ୍ଣ ରଖିବା ସହ ହସଖୁସିରେ ରଖିବାର ସୁସ୍ଥ ପରିବେଶ ସୃଷ୍ଟି କରିବ। ଖଳ ଲୋକମାନଙ୍କ ପ୍ରାୟୋଜିତ କର୍ମକ୍ଷେତ୍ରରେ ମିଥ୍ୟା ଗୁଜବ ମନକୁ ଆତଙ୍କିତ କରପାରେ। ଅର୍ଥ ସମ୍ପର୍କକୁ କେନ୍ଦ୍ର କରି ତର୍କର ସମ୍ମୁଖୀନ ହେବେ। ହଠାତ୍ ବନ୍ଧୁଙ୍କ ଅନୁରୋଧ କ୍ରମେ ଦେବାର୍ଚ୍ଚନା ପାଇଁ ମନ ବଳାଇବେ।
ट्रेन्डिंग फोटोज़