Horoscope Today 27 September 2024: ବୈଦିକ ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ମୋଟ ୧୨ଟି ରାଶିର ବର୍ଣ୍ଣନା କରାଯାଇଛି । ପ୍ରତ୍ୟେକ ରାଶିର ଜଣେ ଅଧିପତି ଗ୍ରହ ରହିଥାଏ । ଗ୍ରହ ଓ ନକ୍ଷତ୍ରଗୁଡିକର ଗତି ଦ୍ୱାରା ରାଶିଫଳ ଗଣନା କରାଯାଏ । ଆଜି ଅର୍ଥାତ ସେପ୍ଟେମ୍ବର ୨୭ ହେଉଛି ଶୁକ୍ରବାର। ଆସନ୍ତୁ ଜାଣିବା ଆଜି କେଉଁ ରାଶିର ଲୋକଙ୍କ ପାଇଁ ଦିନଟି ଭଲ କଟିବ ଓ କେଉଁ ରାଶିର ଲୋକଙ୍କୁ ଅତି ସାବଧାନତାର ସହ ଚଳିବାକୁ ପଡ଼ିବ...
ମେଷ ରାଶି: ବ୍ୟାପାରରେ ନୂତନ ଯୋଜନାକୁ କାର୍ଯ୍ୟକାରୀ କରନ୍ତୁ ନାହିଁ । ପରିବାରରେ ମନୋମାଳିନ୍ୟ ଦେଖାଦେବ। ଆଧ୍ୟାତ୍ମିକ ଦିଗରେ ରୁଚି ବଢିବ । ନୂତନ କାର୍ଯ୍ୟ ଆରମ୍ଭ କରନ୍ତୁ ନାହିଁ । କର୍ମକ୍ଷେତ୍ରରେ ଉଚ୍ଚପସ୍ଥଧିକାରୀଙ୍କ ଠାରୁ ପ୍ରସଂଶା ପାଇବେ । ଏବଂ ପଦୋନ୍ନତି ମିଳିବାର ମଧ୍ୟ ସମ୍ଭାବନା ରହିଛି ।
ALSO READ: Budhaditya Yog: ଏହିସବୁ ରାଶିଙ୍କ ଭାଗ୍ୟ ବଦଳାଇବ ବୁଦ୍ଧାଦିତ୍ୟ ଯୋଗ! ଆସନ୍ତାମାସରୁ ଆରମ୍ଭ ହେବ ଶୁଭ ସମୟ!
ମୀନ ରାଶି: ବ୍ୟାପାରରେ ବାଧ୍ୟା ଦେଖାଦେବ । ପରିବାରରେ ହଠାତ୍ ପ୍ରତିକ୍ରିୟାଶୀଳ ହେବାରୁ କଥା କଟାକଟି ହୋଇପାରେ । ହଠାତ୍ ଦୂରସ୍ଥାନକୁ ଯାତ୍ରା କରିବାକୁ ପଡ଼ିପାରେ । ପରିବାର ସଦସ୍ୟା ଓ ବନ୍ଧୁଙ୍କ ସହ ଦିନଟି ଭଲରେ କଟିବ । ପ୍ରେମୀ ମାନଙ୍କ ଲାଗି ଦିନଟି ଶୁଭ ରହିବ ।
ट्रेन्डिंग फोटोज़