Baliyatra: ଚଳିତ ନଭେମ୍ବର ୧୫ ତାରିଖ କାର୍ତ୍ତିକ ପୂର୍ଣ୍ଣମୀଠାରୁ ବାଲିଯାତ୍ରା ଆରମ୍ଭ ହୋଇଥିଲା। ଏହା ୮ ଦିନ ଚାଲିବ ବୋଲି ପୂର୍ବରୁ ନିଷ୍ପତ୍ତି ନିଆଯାଇଥିଲା। ହେଲେ ଲୋକଙ୍କ ଆଗ୍ରହକୁ ଧ୍ୟାନ ଦେଇ ଏହି ଯାଜ୍ରାକୁ ଆଉ ଗୋଟିଏ ଦିନ ବଢ଼ାଇ ଦିଆଯାଇଛି।
Trending Photos
Baliyatra: ଓଡ଼ିଶା ପ୍ରସିଦ୍ଧ କଟକର ବାଲିଯାତ୍ରାକୁ ଆଉ ଗୋଟିଏ ଦିନ ବଢ଼ାଇ ଦିଆଯାଇଛି। ଏନେଇ ଜିଲ୍ଲା ପ୍ରଶାସନ ପକ୍ଷରୁ ବିଧିବଦ୍ଧ ଭାବେ ଘୋଷଣା କରାଯାଇଛି। ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ଏହି ଏନେଇ ଟ୍ୱିଟରରେ ସୂଚନା ଦେଇଛି। କାର୍ଯ୍ୟାଳୟ ପକ୍ଷରୁ କୁହାଯାଇଛି, ‘ ଲୋକଙ୍କ ଆଗ୍ରହ ଓ ଉତ୍ସାହକୁ ଦେଖି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଐତିହାସିକ ବାଲିଯାତ୍ରାର ଅବଧିକୁ ଆହୁରି ଗୋଟିଏ ଦିନ ବୃଦ୍ଧି କରିଛନ୍ତି।
ଲୋକଙ୍କ ଆଗ୍ରହ ଓ ଉତ୍ସାହକୁ ଦୃଷ୍ଟିରେ ରଖି ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ @MohanMOdisha ଐତିହାସିକ ବାଲିଯାତ୍ରା ଅବଧିକୁ ଆଉ ଏକ ଦିନ ବୃଦ୍ଧି କରିଛନ୍ତି। ଚଳିତ ନଭେମ୍ବର ୧୫ କାର୍ତ୍ତିକ ପୂର୍ଣ୍ଣିମାଠାରୁ ୮ଦିନ ପର୍ଯ୍ୟନ୍ତ ଆୟୋଜିତ ଏହି ମହୋତ୍ସବ ନବମ ଦିବସରେ ଉଦ୍ଯାପନ ହେବ। #Balijatra2024 #Cuttack
— CMO Odisha (@CMO_Odisha) November 19, 2024
ଚଳିତ ନଭେମ୍ବର ୧୫ ତାରିଖ କାର୍ତ୍ତିକ ପୂର୍ଣ୍ଣମୀଠାରୁ ବାଲିଯାତ୍ରା ଆରମ୍ଭ ହୋଇଥିଲା। ଏହା ୮ ଦିନ ଚାଲିବ ବୋଲି ପୂର୍ବରୁ ନିଷ୍ପତ୍ତି ନିଆଯାଇଥିଲା। ହେଲେ ଲୋକଙ୍କ ଆଗ୍ରହକୁ ଧ୍ୟାନ ଦେଇ ଏହି ଯାଜ୍ରାକୁ ଆଉ ଗୋଟିଏ ଦିନ ବଢ଼ାଇ ଦିଆଯାଇଛି।