ନୂଆପଡ଼ା ଜିଲ୍ଲା ସୀମାନ୍ତରେ ଯବାନ ଓ ମାଓବାଦୀଙ୍କ ମଧ୍ୟରେ ଗୁଳିବିନିମୟ; ଜାରି ରହିଛି ସର୍ଚ୍ଚ ଅପେରସନ
Advertisement
Article Detail0/zeeodisha/odisha2609152

ନୂଆପଡ଼ା ଜିଲ୍ଲା ସୀମାନ୍ତରେ ଯବାନ ଓ ମାଓବାଦୀଙ୍କ ମଧ୍ୟରେ ଗୁଳିବିନିମୟ; ଜାରି ରହିଛି ସର୍ଚ୍ଚ ଅପେରସନ

Naxal: ଆଜି ଓଡ଼ିଶା ପୁଲିସର ଏସଓଜି, ଛତିଶଗଡ଼ ପୁଲିସ ଓ ସିଆରପିଏଫ୍ ଯବାନ ମିଳିତ ଭାବେ ଅପରେସନ୍ ଚଳାଇଛନ୍ତି। ନୂଆପଡ଼ା ଜିଲ୍ଲା ସୀମାଠାରୁ ମାତ୍ର ୫ କିଲୋମିଟର ଦୂର ଛତିଶଗଡ଼ର କୁଲାରୀଘାଟ ସଂରକ୍ଷିତ ଜଙ୍ଗଲରେ ବହୁ ସଂଖ୍ୟାରେ ମାଓବାଦୀ ଲୁଚି ରହିଥିବା ନେଇ ଗୁଇନ୍ଦା ସୂଚନା ମିଳିଥିଲା। ତାକୁ ଆଧାର କରି ଯବାନ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି।

ନୂଆପଡ଼ା ଜିଲ୍ଲା ସୀମାନ୍ତରେ ଯବାନ ଓ ମାଓବାଦୀଙ୍କ ମଧ୍ୟରେ ଗୁଳିବିନିମୟ; ଜାରି ରହିଛି ସର୍ଚ୍ଚ ଅପେରସନ

ନୂଆପଡ଼ା: ନୂଆପଡ଼ା ଜିଲ୍ଲା ସୀମାନ୍ତରେ ଯବାନ ଓ ମାଓବାଦୀଙ୍କ ମଧ୍ୟରେ ଗୁଳିବିନିମୟ ଚାଲିଛି। ନୂଆପଡ଼ା ଜିଲ୍ଲା ଓ ଛତିଶଗଡ଼ ଗରିଆବନ୍ଧ ଜିଲ୍ଲାର ସୀମାନ୍ତ ଅଞ୍ଚଳରେ ଚାଲିଛି ଗୁଳି ବିନିମୟ। ଗୁଇନ୍ଦା ବିଭାଗରୁ ମିଳିଥିବା ସୂଚନା ଆଧାରରେ ଆଜି ଓଡ଼ିଶା ପୁଲିସର ଏସଓଜି, ଛତିଶଗଡ଼ ପୁଲିସ ଓ ସିଆରପିଏଫ୍ ଯବାନ ମିଳିତ ଭାବେ ଅପରେସନ୍ ଚଳାଇଛନ୍ତି। 

ଗୁଇନ୍ଦା ବିଭାଗରୁ ମିଳିଥିବା ସୂଚନା ଆଧାରରେ ଆଜି ଓଡ଼ିଶା ପୁଲିସର ଏସଓଜି, ଛତିଶଗଡ଼ ପୁଲିସ ଓ ସିଆରପିଏଫ୍ ଯବାନ ମିଳିତ ଭାବେ ଅପରେସନ୍ ଚଳାଇଛନ୍ତି। ନୂଆପଡ଼ା ଜିଲ୍ଲା ସୀମାଠାରୁ ମାତ୍ର ୫ କିଲୋମିଟର ଦୂର ଛତିଶଗଡ଼ର କୁଲାରୀଘାଟ ସଂରକ୍ଷିତ ଜଙ୍ଗଲରେ ବହୁ ସଂଖ୍ୟାରେ ମାଓବାଦୀ ଲୁଚି ରହିଥିବା ନେଇ ଗୁଇନ୍ଦା ସୂଚନା ମିଳିଥିଲା। ତାକୁ ଆଧାର କରି ଯବାନ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି।