NITI Aayog Meeting: ଆଜି ନୀତି ଆୟୋଗ ବୈଠକରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ
Advertisement
Article Detail0/zeeodisha/odisha2354997

NITI Aayog Meeting: ଆଜି ନୀତି ଆୟୋଗ ବୈଠକରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ

NITI Aayog Meeting: ଆଜି ନୂଆଦିଲ୍ଲୀରେ ଅନୁଷ୍ଠିତ ହେବ ନୀତି ଆୟୋଗ ସାଧାରଣ ପରିଷଦ ବୈଠକ। ଏହି ବୈଠକରେ ଯୋଗ ଦେବା ପାଇଁ ଶୁକ୍ରବାର ରାତିରେ ନୂଆଦିଲ୍ଲୀରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ହେବାକୁ ଥିବା ବୈଠକରେ ମୁଖ୍ୟମନ୍ତ୍ରୀ ରାଜ୍ୟର ଦାବି ଓ ସମସ୍ୟା ସମ୍ପର୍କରେ ଦୃଷ୍ଟି ଆକର୍ଷଣ କରିବେ। 

NITI Aayog Meeting: ଆଜି ନୀତି ଆୟୋଗ ବୈଠକରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ

NITI Aayog Meeting: ଆଜି ନୂଆଦିଲ୍ଲୀରେ ଅନୁଷ୍ଠିତ ହେବ ନୀତି ଆୟୋଗ ସାଧାରଣ ପରିଷଦ ବୈଠକ। ଏହି ବୈଠକରେ ଯୋଗ ଦେବା ପାଇଁ ଶୁକ୍ରବାର ରାତିରେ ନୂଆଦିଲ୍ଲୀରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ହେବାକୁ ଥିବା ବୈଠକରେ ମୁଖ୍ୟମନ୍ତ୍ରୀ ରାଜ୍ୟର ଦାବି ଓ ସମସ୍ୟା ସମ୍ପର୍କରେ ଦୃଷ୍ଟି ଆକର୍ଷଣ କରିବେ।  ଦିର୍ଘ ଦିନ ହେବ ଯେଇଁ ସବୁ ରାଜ୍ୟର ସ୍ବାର୍ଥ ସମ୍ବଳିତ ପ୍ରସଙ୍ଗ କେନ୍ଦ୍ରର ବିଚାର ପାଇଁ ରହିଛି। ସନେଇ ମୋହନ ପ୍ରଧାନମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡିବେ।  ମୁଖ୍ୟମନ୍ତ୍ରୀଙ୍କ ସହ ମୁଖ୍ୟ ଶାସନ ସଚିବ ମଧ୍ୟ ନୀତି ଆୟୋଗ ବୈଠକରେ ଯୋଗ ଦେବେ। ବିଜେପର ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ବୈଠକରେ ଯୋଗ ଦେବା ସହ ରାଜ୍ୟର ବିଭିନ୍ନ ପ୍ରସଙ୍ଗକୁ ନେଇ କିଛି କେନ୍ଦ୍ରମନ୍ତ୍ରୀଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି। ଏବଂ ମୁଖ୍ୟମନ୍ତ୍ରୀ ୨୯ରେ ଭୁବନେଶ୍ବର ଫେରିବେ ବୋଲି ସୂଚନା ମିଳିଛି।  

 

ALSO READ: Today Horoscope: ଏହିସବୁ ରାଶି ପାଇଁ ଆଜି ବଢିପାରେ ଅଡ଼ୁଆ, ରୁହନ୍ତୁ ସତର୍କ! ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ଶନିବାର?

ALSO READ: Weather Update: ସୃଷ୍ଟି ହେଲା ଆଉ ଏକ ଲଘୁଚାପ, ଏହିସବୁ ଜିଲ୍ଲାରେ ଆଜି ପ୍ରବଳ ବର୍ଷିବ