Gold Rate Today:ବଢ଼ିଲା ସୁନା ଦର, ଆଜି ରାଜଧାନୀ ଭୁବନେଶ୍ୱରରେ ସୁନା ମୂଲ୍ୟ....
Advertisement
Article Detail0/zeeodisha/odisha2000440

Gold Rate Today:ବଢ଼ିଲା ସୁନା ଦର, ଆଜି ରାଜଧାନୀ ଭୁବନେଶ୍ୱରରେ ସୁନା ମୂଲ୍ୟ....

Gold Rate Today: ଦେଶରେ ଏବେ ବିବାହ ଋତୁ ଚାଲିଛି।ଏହାରି ମଧ୍ୟରେ ସାଧାରଣ ଲୋକଙ୍କ ଚିନ୍ତା ବଢ଼ାଇଛି ସୁନା ଦର। ସୁନା ଦର ଏବେ ଦେଶରେ କ୍ରମାଗତ ଭାବରେ ବୃଦ୍ଧିପାଉଥିବା ଦେଖିବାକୁ ମିଳିଛି। ତେବେ ଯଦି ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି ବା ଯୋଜନା କରିଛନ୍ତି ତେବେ ପ୍ରଥମେ ଜାଣି ନିଅନ୍ତୁ ଆଜି ସୁନା ଦର। ଆଜି ସର୍ବ ଭାରତୀୟ ବଜାରରେ(Indian Market) ୨୨ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୫୭,୭୦୦ ଟଙ୍କା ରହିଛି ଯାହାକି ଗତ କାଲି ଅପେକ୍ଷା ୧୫୦ ଟଙ୍କା ବୃଦ୍ଧି ପାଇଛି। 

Gold Rate Today:ବଢ଼ିଲା ସୁନା ଦର, ଆଜି ରାଜଧାନୀ ଭୁବନେଶ୍ୱରରେ ସୁନା ମୂଲ୍ୟ....

Gold Rate Today: ଦେଶରେ ଏବେ ବିବାହ ଋତୁ ଚାଲିଛି।ଏହାରି ମଧ୍ୟରେ ସାଧାରଣ ଲୋକଙ୍କ ଚିନ୍ତା ବଢ଼ାଇଛି ସୁନା ଦର। ସୁନା ଦର ଏବେ ଦେଶରେ କ୍ରମାଗତ ଭାବରେ ବୃଦ୍ଧିପାଉଥିବା ଦେଖିବାକୁ ମିଳିଛି। ତେବେ ଯଦି ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି ବା ଯୋଜନା କରିଛନ୍ତି ତେବେ ପ୍ରଥମେ ଜାଣି ନିଅନ୍ତୁ ଆଜି ସୁନା ଦର। ଆଜି ସର୍ବ ଭାରତୀୟ ବଜାରରେ(Indian Market) ୨୨ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୫୭,୭୦୦ ଟଙ୍କା ରହିଛି ଯାହାକି ଗତ କାଲି ଅପେକ୍ଷା ୧୫୦ ଟଙ୍କା ବୃଦ୍ଧି ପାଇଛି। ସେହିପରି ୧୦ ଗ୍ରାମ ପ୍ରତି ୨୪ କ୍ୟାରେଟ ସୁନା ମୂଲ୍ୟ ରହିଛି ୬୨,୯୫୦ ଯାହା କି ଗତ କାଲି ଥିଲା ୬୨, ୭୮୦।

ତେବେ ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ(Bhubaneswar) ଏବେ ଦଶ ଗ୍ରାମ ପ୍ରତି ୨୨ କ୍ୟାରେଟ ସୁନା ମୁଲ୍ୟ ୫୭,୭୦୦ ଥିବା ବେଳେ ୨୪ କ୍ୟାରେଟ ସୁନା ଦର ରହିଛି ୬୨,୯୫୦ ଟଙ୍କା, ସେହିପରି ୧୮ କ୍ୟାରେଟ ସୁନା ମୂଲ୍ୟ ରହିଛି ୪୨,୨୫୦ ଟଙ୍କା ରହିଛି। ସମାନ ଭାବରେ ମାୟାନଗରୀ ମୁମ୍ବାଇରେ ମଧ୍ୟ ସୁନା ଭରି ୨୨ କ୍ୟାରେଟର ଦାମ୍ ୫୭,୭୦୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ ସୁନା ଦର ରହିଛି ୬୨,୯୫୦ ଟଙ୍କା, ସେହିପରି ୧୮ କ୍ୟାରେଟ ସୁନା ମୂଲ୍ୟ ରହିଛି ୪୭,୨୧୦ ଟଙ୍କା ରହିଥିବା ଦେଖିବାକୁ ମିଳିଛି।

ସେହିପରି ଦକ୍ଷିଣ ଭାରତ ପ୍ରମୁଖ ସହର ଭାବରେ ଜଣାଶୁଣା ଚେନ୍ନାଇରେ(Chennai) ୨୨ କ୍ୟାରେଟର ସୁନା ଦାମ୍ ୫୮,୩୫୦  ରହିଥିବା ବେଳେ ୨୪ କ୍ୟାରେଟ ସୁନା ଦର ରହିଛି ୬୩,୬୬୦ ଟଙ୍କା, ସେହିପରି ୧୮ କ୍ୟାରେଟ ସୁନା ମୂଲ୍ୟ ୪୭,୮୦୦ ଟଙ୍କା ରହିଛି । ସେହିପରି ଦେଶର ରାଜଧାନୀ ନୂଆ ଦିଲ୍ଲୀରେ ୨୨ କ୍ୟାରେଟର ଦାମ୍ ୫୭,୮୫୦  ରହିଥିବା ବେଳେ ୨୪ କ୍ୟାରେଟ ସୁନା ଦର ରହିଛି ୬୩,୧୦୦ ଟଙ୍କା, ସେହିପରି ୧୮ କ୍ୟାରେଟ ସୁନା ମୂଲ୍ୟ ୪୭,୩୩୦ ଟଙ୍କା ରହିଛି। ସେହିପରି ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ(Kolkata) ଯଥାକ୍ରମେ ୨୨ କ୍ୟାରେଟ ସୁନାର ଦାମ୍ ୫୭,୭୦୦ ରହିଥିବା ବେଳେ ୨୪ କ୍ୟାରେଟ ସୁନା ଦର ରହିଛି ୬୨,୯୫୦ ଟଙ୍କା, ସେହିପରି ୧୮ କ୍ୟାରେଟ ସୁନା ମୂଲ୍ୟ ୪୭,୩୩୦ ଟଙ୍କା ରହିଛି ।

Also Read: Gold Rate Today: ବିବାହ ସିଜିନରେ କନ୍ଦାଉଛି ସୁନା ଦର ! ଜାଣନ୍ତୁ ଆଜିର ରେଟ୍...