Gold Rate: ବଢ଼ିଲା ସୁନା ଦର, ଆଜି ଓଡ଼ିଶାରେ ଗ୍ରାମ ପିଛା ସୁନା ମୂଲ୍ୟ...
Advertisement
Article Detail0/zeeodisha/odisha2341285

Gold Rate: ବଢ଼ିଲା ସୁନା ଦର, ଆଜି ଓଡ଼ିଶାରେ ଗ୍ରାମ ପିଛା ସୁନା ମୂଲ୍ୟ...

Gold Rate: ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ(Bhubaneswar) ଏବେ ଦଶ ଗ୍ରାମ ପ୍ରତି ୨୨ କ୍ୟାରେଟ ସୁନା ମୁଲ୍ୟ ଗ୍ରାମ ପିଛା ୬,୮୭୬ ଥିବା ବେଳେ ୨୪ କ୍ୟାରେଟ ସୁନା ଦର ରହିଛି ୭,୫୦୧ ଟଙ୍କା, ସେହିପରି ୧୮ କ୍ୟାରେଟ ସୁନା ମୂଲ୍ୟ ରହିଛି ୫,୬୨୬ ଟଙ୍କା ରହିଛି। ସମାନ ଭାବରେ ମାୟାନଗରୀ ମୁମ୍ବାଇରେ ମଧ୍ୟ ସୁନା ଭରି ୨୨ କ୍ୟାରେଟର ଦାମ୍ ୬,୮୭୬ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ ସୁନା ଦର ରହିଛି ୭,୫୦୧ ଟଙ୍କା, ସେହିପରି ୧୮ କ୍ୟାରେଟ ସୁନା ମୂଲ୍ୟ ରହିଛି ୫,୬୨୬ ଟଙ୍କା ରହିଥିବା ଦେଖିବାକୁ ମିଳିଛି।

Gold Rate: ବଢ଼ିଲା ସୁନା ଦର, ଆଜି ଓଡ଼ିଶାରେ ଗ୍ରାମ ପିଛା ସୁନା ମୂଲ୍ୟ...

Gold Rate: ଗ୍ରାହକଙ୍କ ଚିନ୍ତା ବଢ଼ାଇଛି ସୁନା ଦର ବୃଦ୍ଧି। ଗତ କାଲି ସୁନା ଦରରେ ବୃଦ୍ଧି ଘଟିଥିବା ବେଳେ ଆଜି ପୁଣି ଗ୍ରାମ ପିଛା ୧ ଟଙ୍କା ବୃଦ୍ଧି ପାଇଥିବା ଦେଖିବାକୁ ମିଳିଛି। ସୁନା ଦର ଏବେ ହୁ ହୁ ବଢ଼ି ଚାଲିଥିବା ବେଳେ ଆଉ କିଛି ଦିନରେ ୧୦ ଗ୍ରାମ ପିଛା ୬୮ ହଜାର ଉପରେ ରହିଛି। ଯଦି ଆପଣ ଆଜି ସୁନା ଗହଣା କିଣିବା ପାଇଁ ଯୋଜନା କରିଛନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ବପୂର୍ଣ୍ଣ ଅଟେ। ତେବେ, ଗହଣା କିଣିବା ପୂର୍ବରୁ ନଜର ପକାନ୍ତୁ କେଉଁ ସହରରେ କେତେ ରହିଛି ସୁନା ଦର। ତେବେ ଯଦି ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି ବା ଯୋଜନା କରିଛନ୍ତି ତେବେ ପ୍ରଥମେ ଜାଣି ନିଅନ୍ତୁ ଆଜି ସୁନା ଦର। ଆଜି ସର୍ବ ଭାରତୀୟ ବଜାରରେ(Indian Market) ୨୨ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୬୮,୭୬୦ ଟଙ୍କା ରହିଛି ଯାହାକି ଗତ କାଲି ଅପେକ୍ଷା ୧୦ ଟଙ୍କା ବୃଦ୍ଧି ଘଟିଛି । ସେହିପରି ୧୦ ଗ୍ରାମ ପ୍ରତି ୨୪ କ୍ୟାରେଟ ସୁନା ମୂଲ୍ୟ ରହିଛି ୭୫,୦୧୦।

ତେବେ ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ(Bhubaneswar) ଏବେ ଦଶ ଗ୍ରାମ ପ୍ରତି ୨୨ କ୍ୟାରେଟ ସୁନା ମୁଲ୍ୟ ଗ୍ରାମ ପିଛା ୬,୮୭୬ ଥିବା ବେଳେ ୨୪ କ୍ୟାରେଟ ସୁନା ଦର ରହିଛି ୭,୫୦୧ ଟଙ୍କା, ସେହିପରି ୧୮ କ୍ୟାରେଟ ସୁନା ମୂଲ୍ୟ ରହିଛି ୫,୬୨୬ ଟଙ୍କା ରହିଛି। ସମାନ ଭାବରେ ମାୟାନଗରୀ ମୁମ୍ବାଇରେ ମଧ୍ୟ ସୁନା ଭରି ୨୨ କ୍ୟାରେଟର ଦାମ୍ ୬,୮୭୬ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ ସୁନା ଦର ରହିଛି ୭,୫୦୧ ଟଙ୍କା, ସେହିପରି ୧୮ କ୍ୟାରେଟ ସୁନା ମୂଲ୍ୟ ରହିଛି ୫,୬୨୬ ଟଙ୍କା ରହିଥିବା ଦେଖିବାକୁ ମିଳିଛି।

ସେହିପରି ଦକ୍ଷିଣ ଭାରତ ପ୍ରମୁଖ ସହର ଭାବରେ ଜଣାଶୁଣା ଚେନ୍ନାଇରେ(Chennai) ୨୨ କ୍ୟାରେଟର ସୁନା ଦାମ୍ ୬,୯୨୧ ରହିଥିବା ବେଳେ ୨୪ କ୍ୟାରେଟ ସୁନା ଦର ରହିଛି ୭,୫୫୦ଟଙ୍କା, ସେହିପରି ୧୮ କ୍ୟାରେଟ ସୁନା ମୂଲ୍ୟ ୫,୬୭୦ ଟଙ୍କା ରହିଛି। ସେହିପରି ଦେଶର ରାଜଧାନୀ ନୂଆ ଦିଲ୍ଲୀରେ ୨୨ କ୍ୟାରେଟର ଦାମ୍ ୬,୮୯୧ ରହିଥିବା ବେଳେ ୨୪ କ୍ୟାରେଟ ସୁନା ଦର ରହିଛି ୭,୫୧୬ ଟଙ୍କା, ସେହିପରି ୧୮ କ୍ୟାରେଟ ସୁନା ମୂଲ୍ୟ ୫,୬୩୮ ଟଙ୍କା ରହିଛି। ସେହିପରି ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ(Kolkata) ଯଥାକ୍ରମେ ୨୨ କ୍ୟାରେଟ ସୁନାର ଦାମ୍ ୬,୮୭୬ ରହିଥିବା ବେଳେ ୨୪ କ୍ୟାରେଟ ସୁନା ଦର ରହିଛି ୭,୫୦୧ ଟଙ୍କା, ସେହିପରି ୧୮ କ୍ୟାରେଟ ସୁନା ମୂଲ୍ୟ  ୫,୬୨୬ ଟଙ୍କା ରହିଛି।