Gold Rate: ଖସିଲା ସୁନା ଦର, ଆଜି ଓଡ଼ିଶାରେ ଭରି ପିଛା ସୁନା ଦର...
Advertisement
Article Detail0/zeeodisha/odisha2347119

Gold Rate: ଖସିଲା ସୁନା ଦର, ଆଜି ଓଡ଼ିଶାରେ ଭରି ପିଛା ସୁନା ଦର...

Gold Rate: ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ(Bhubaneswar) ଏବେ ଦଶ ଗ୍ରାମ ପ୍ରତି ୨୨ କ୍ୟାରେଟ ସୁନା ମୁଲ୍ୟ ଗ୍ରାମ ପିଛା ୬,୭୭୦ ଥିବା ବେଳେ ୨୪ କ୍ୟାରେଟ ସୁନା ଦର ରହିଛି ୭,୩୮୫ ଟଙ୍କା, ସେହିପରି ୧୮ କ୍ୟାରେଟ ସୁନା ମୂଲ୍ୟ ରହିଛି ୫,୫୩୯ ଟଙ୍କା ରହିଛି। ସମାନ ଭାବରେ ମାୟାନଗରୀ ମୁମ୍ବାଇରେ ମଧ୍ୟ ସୁନା ଭରି ୨୨ କ୍ୟାରେଟର ଦାମ୍ ୬,୭୭୯ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ ସୁନା ଦର ରହିଛି ୭,୩୯୭ ଟଙ୍କା, ସେହିପରି ୧୮ କ୍ୟାରେଟ ସୁନା ମୂଲ୍ୟ ରହିଛି ୫,୫୪୭ ଟଙ୍କା ରହିଥିବା ଦେଖିବାକୁ ମିଳିଛି।

Gold Rate: ଖସିଲା ସୁନା ଦର, ଆଜି ଓଡ଼ିଶାରେ ଭରି ପିଛା ସୁନା ଦର...

Gold Rate: ଗ୍ରାହକଙ୍କ ଚିନ୍ତା ବଢ଼ାଇଛି ସୁନା ଦର ବୃଦ୍ଧି। ଆଜି ସୁନା ଦର ଗ୍ରାମ ପିଛା ୧ ଟଙ୍କା ହ୍ରାସ ପାଇଛି। ସୁନା ଦର ଏବେ ହୁ ହୁ ବଢ଼ି ଚାଲିଥିବା ବେଳେ ଆଉ କିଛି ଦିନରେ ୧୦ ଗ୍ରାମ ପିଛା ୬୭ ହଜାର ଉପରେ ରହିଛି। ଯଦି ଆପଣ ଆଜି ସୁନା ଗହଣା କିଣିବା ପାଇଁ ଯୋଜନା କରିଛନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ବପୂର୍ଣ୍ଣ ଅଟେ। ତେବେ, ଗହଣା କିଣିବା ପୂର୍ବରୁ ନଜର ପକାନ୍ତୁ କେଉଁ ସହରରେ କେତେ ରହିଛି ସୁନା ଦର। ତେବେ ଯଦି ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି ବା ଯୋଜନା କରିଛନ୍ତି ତେବେ ପ୍ରଥମେ ଜାଣି ନିଅନ୍ତୁ ଆଜି ସୁନା ଦର। ଆଜି ସର୍ବ ଭାରତୀୟ ବଜାରରେ(Indian Market) ୨୨ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୬୭,୭୯୦ ଟଙ୍କା ରହିଛି ।ସେହିପରି ୧୦ ଗ୍ରାମ ପ୍ରତି ୨୪ କ୍ୟାରେଟ ସୁନା ମୂଲ୍ୟ ରହିଛି ୭୩,୯୬୦।

ତେବେ ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ(Bhubaneswar) ଏବେ ଦଶ ଗ୍ରାମ ପ୍ରତି ୨୨ କ୍ୟାରେଟ ସୁନା ମୁଲ୍ୟ ଗ୍ରାମ ପିଛା ୬,୭୭୦ ଥିବା ବେଳେ ୨୪ କ୍ୟାରେଟ ସୁନା ଦର ରହିଛି ୭,୩୮୫ ଟଙ୍କା, ସେହିପରି ୧୮ କ୍ୟାରେଟ ସୁନା ମୂଲ୍ୟ ରହିଛି ୫,୫୩୯ ଟଙ୍କା ରହିଛି। ସମାନ ଭାବରେ ମାୟାନଗରୀ ମୁମ୍ବାଇରେ ମଧ୍ୟ ସୁନା ଭରି ୨୨ କ୍ୟାରେଟର ଦାମ୍ ୬,୭୭୯ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ ସୁନା ଦର ରହିଛି ୭,୩୯୭ ଟଙ୍କା, ସେହିପରି ୧୮ କ୍ୟାରେଟ ସୁନା ମୂଲ୍ୟ ରହିଛି ୫,୫୪୭ ଟଙ୍କା ରହିଥିବା ଦେଖିବାକୁ ମିଳିଛି।

ସେହିପରି ଦକ୍ଷିଣ ଭାରତ ପ୍ରମୁଖ ସହର ଭାବରେ ଜଣାଶୁଣା ଚେନ୍ନାଇରେ(Chennai) ୨୨ କ୍ୟାରେଟର ସୁନା ଦାମ୍ ୬,୮୩୪ ରହିଥିବା ବେଳେ ୨୪ କ୍ୟାରେଟ ସୁନା ଦର ରହିଛି ୭,୪୫୬ ଟଙ୍କା, ସେହିପରି ୧୮ କ୍ୟାରେଟ ସୁନା ମୂଲ୍ୟ ୫,୫୯୮ ଟଙ୍କା ରହିଛି। ସେହିପରି ଦେଶର ରାଜଧାନୀ ନୂଆ ଦିଲ୍ଲୀରେ ୨୨ କ୍ୟାରେଟର ଦାମ୍ ୬,୭୯୪ ରହିଥିବା ବେଳେ ୨୪ କ୍ୟାରେଟ ସୁନା ଦର ରହିଛି ୭,୪୧ ଟଙ୍କା, ସେହିପରି ୧୮ କ୍ୟାରେଟ ସୁନା ମୂଲ୍ୟ ୫,୫୫୯ ଟଙ୍କା ରହିଛି। ସେହିପରି ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ(Kolkata) ଯଥାକ୍ରମେ ୨୨ କ୍ୟାରେଟ ସୁନାର ଦାମ୍ ୬,୭୭୦ ରହିଥିବା ବେଳେ ୨୪ କ୍ୟାରେଟ ସୁନା ଦର ରହିଛି ୭,୩୮୫ ଟଙ୍କା, ସେହିପରି ୧୮ କ୍ୟାରେଟ ସୁନା ମୂଲ୍ୟ  ୫,୫୩୯ ଟଙ୍କା ରହିଛି।