Petrol Diesel Price: ଭୁବନେଶ୍ବରରେ ଖସିଲା ପେଟ୍ରୋଲ-ଡିଜେଲ ଦର, ଚେକ୍ କରନ୍ତୁ ଆଜିର ରେଟ୍ ?
Advertisement
Article Detail0/zeeodisha/odisha2226646

Petrol Diesel Price: ଭୁବନେଶ୍ବରରେ ଖସିଲା ପେଟ୍ରୋଲ-ଡିଜେଲ ଦର, ଚେକ୍ କରନ୍ତୁ ଆଜିର ରେଟ୍ ?

Petrol Diesel Price: ଆଜି ସାରା ଦେଶର ପେଟ୍ରୋଲ ଓ ଡିଜେଲ ମୂଲ୍ୟ ପ୍ରକାଶ ପାଇଛି। କେତେକ ସହରରେ ପେଟ୍ରୋଲ ଡିଜେଲ ମୂଲ୍ୟ ସ୍ଥିର ରହିଥିବା ବେଳେ କିଛି ସ୍ଥାନରେ ଦରରେ ପରିବର୍ତ୍ତନ ହୋଇଛି । ତେବେ ଆସନ୍ତୁ ଜାଣିବା କେଉଁ ସହରରେ କେତେ ରହିଛି ଡିଜେଲ୍ ଓ ପେଟ୍ରୋଲର ଦର।

ରାଜଧାନୀ ଭୁବନେଶ୍ବରରେ ଆଜି ପେଟ୍ରୋଲ ମୂଲ୍ୟ (୧ ଲିଟର) ୧୦୧.୫ ପଇସା ରହିଥିବା ବେଳେ ଡିଜେଲ (୧ ଲିଟର) ୯୨.୬୨ ପଇସା ରହିଛି । ପେଟ୍ରୋଲରେ ୧ ପଇସା ଓ ଡିଜେଲରେ ୨ ପଇସା ହ୍ରାସ ହୋଇଛି ।ଦେଶର ରାଜଧାନୀ ଦିଲ୍ଲୀରେ ଆଜି ପେଟ୍ରୋଲ ମୂଲ୍ୟ(୧ ଲିଟର) ୯୪.୭୨ ରହିଥିବା ବେଳେ ଡିଜେଲ (୧ ଲିଟର) ୮୭.୬୨ ରହିଛି। ସେହିପରି ମୁମ୍ବାଇରେ ପେଟ୍ରୋଲ ମୂଲ୍ୟ (୧ ଲିଟର) ୧୦୪.୨୧ ରହିଥିବା ବେଳେ ଡିଜେଲ(୧ ଲିଟର) ୯୨.୧୫ ରହିଛି। ଚେନ୍ନାଇରେ ପେଟ୍ରୋଲ ମୂଲ୍ୟ(୧ ଲିଟର) ୧୦୦.୭୫ ରହିଥିବା ବେଳେ ଡିଜେଲ (୧ ଲିଟର) ୯୨.୪୩ ରହିଛି। କୋଲକାତାରେ ପେଟ୍ରୋଲ ମୂଲ୍ୟ (୧ ଲିଟର) ୧୦୩.୯୪ ରହିଥିବା ବେଳେ ଡିଜେଲ (୧ ଲିଟର) ୯୦.୭୬ ରହିଛି। ସେହିପରି ହ୍ରାଇଦାବାଦରେ ପେଟ୍ରୋଲ ମୂଲ୍ୟ (୧ ଲିଟର) ପିଛା ୧୦୭.୪୧ ରହିଥିବା ବେଳେ ଡିଜେଲ (୧ ଲିଟର) ୯୫. ୬୫ ରହିଛି ।

ଘରେ ବସି ଏପରି ଯାଞ୍ଚ କରିପାରିବେ ମୂଲ୍ୟ

ଆପଣ ନିଜ ସହରରେ ପେଟ୍ରୋଲ ଓ ଡିଜେଲର ମୂଲ୍ୟ ସହଜରେ ଜାଣିପାରିବେ। ଏଥିପାଇଁ ତୈଳ ମାର୍କେଟିଂ କମ୍ପାନୀ ଗୁଡିକର ୱେବସାଇଟକୁ ଯିବାକୁ କିମ୍ବା ଏକ SMS ପଠାଇବାକୁ ପଡିବ। ଯଦି ଆପଣ ଜଣେ ଇଣ୍ଡିଆନ୍ ଅଏଲ୍ ଗ୍ରାହକ ତେବେ ଆପଣ RSP ସହିତ 9224992249 ନମ୍ବରକୁ SMS ପଠାଇ ପାରିବେ ଏବଂ ଯଦି ଆପଣ ଜଣେ BPCL ଗ୍ରାହକ ତେବେ ଆପଣ RSP ଲେଖି 9223112222 ନମ୍ବରକୁ SMS ପଠାଇ ପାରିବେ । ଏହାପରେ ଆପଣଙ୍କୁ SMS ମାଧ୍ୟମରେ ଦର ବିଷୟରେ ସୂଚନା ମିଳିଯିବ।

ପେଟ୍ରୋଲ ଓ ଡିଜେଲର ମୂଲ୍ୟ ପ୍ରତିଦିନ ସକାଳ ୬ ଟାରେ ବଦଳିଥାଏ (Today Petrol Diesel Price)। ସକାଳ ୬ଟାରୁ ନୂତନ ଦର କାର୍ଯ୍ୟକାରୀ ହୋଇଥାଏ। ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଡିଲର କମିଶନ, ଭାଟ୍ ଏବଂ ଅନ୍ୟାନ୍ୟ ଜିନିଷ ଯୋଡିବା ପରେ ଏହାର ମୂଲ୍ୟ ମୂଳ ମୂଲ୍ୟଠାରୁ ଦ୍ୱିଗୁଣିତ ହୁଏ। ଏହି କାରଣରୁ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ଏତେ ଅଧିକ ଦେଖାଯାଏ।