Advertisement
Photo Details/zeeodisha/odisha2553169
photoDetails0hindi

Gold Rate Today: ପୁଣି ଆଜି ରେକର୍ଡ ଭାଙ୍ଗିଲା ସୁନା ଦର, ଭୁବନେଶ୍ବରରେ ଭରି ପିଛା ବଢିଲା ଏତେ ଶହ ଟଙ୍କା

Gold Rate Today: ସୁନାପ୍ରେମୀଙ୍କ ପାଇଁ ବଡ଼ ଖବର। ବିବାହ ସିଜିନ୍-ରେ ସୁନାଦର ବୃଦ୍ଧି ଗ୍ରାହକଙ୍କ ଚିନ୍ତା ବଢାଇ ଦେଇଛି। ଗତ ୨ ଦିନ ହେବ ସୁନାଦର କ୍ରମାଗତ ଭାବେ ବୃଦ୍ଧି ପାଇବାରେ ଲାଗିଛି। ତେବେ, ଆଜି ମଧ୍ୟ ଦରରେ ବଡ ଧରଣର ପରିବର୍ତ୍ତନ ଦେଖିବାକୁ ମିଳିଛି। ଯଦି ଆପଣ ଆଜି ସୁନା -ଅଳଙ୍କାର କିଣିବା ପାଇଁ ଯୋଜନା କରିଛନ୍ତି। ତେବେ, ଏହି ଖବରଟି ଆପଣଙ୍କ ପାଇଁ ବେଶ୍ ଗୁରୁତ୍ବପୂର୍ଣ୍ଣ ଅଟେ। ତେବେ, ଆସନ୍ତୁ ଜାଣିବା କେଉଁ ସହରରେ କେତେ ରହିଛି ସୁନା ରେଟ୍।

1/5

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୨,୮୫୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୯,୪୭୦ ଟଙ୍କା ରହିଛି । ୨୨ ଓ ୨୪ କ୍ୟାରେଟ୍ ରେ ୮୦୦ ଓ ୮୭୦ ଟଙ୍କା ବୃଦ୍ଧି ପାଇଛି।

ALSO READ: Guru Ast 2025: ବୃହସ୍ପତିଙ୍କ କୃପାରୁ ନୂଆ ବର୍ଷ ପରେ ୫ ରାଶିଙ୍କ ଆକାଉଣ୍ଟ ହେବ ଫୁଲ୍, କିଣିବେ ନୂଆ ଘର!

ALSO READ: Lipsa Mishra: ରୁମ୍- ଭିତରୁ ଭାଇରାଲ୍ ହେଲା ଅଭିନେତ୍ରୀ ଲିପ୍ସା ମିଶ୍ରଙ୍କ ଏହି ଭିଡିଓ, ତାତିଲେ ଫ୍ୟାନ୍ସ

2/5

ସେହିପରି ଦେଶର ରାଜଧାନୀ ନୂଆଦିଲ୍ଲୀରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୩,୦୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟର ଦାମ୍ ୭୯,୬୨୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ  ଭରି ପିଛା ୮୦୦ ଓ ୮୭୦ ଟଙ୍କା ବୃଦ୍ଧି ପାଇଛି। 

 

3/5

ମାୟାନଗରୀ ମୁମ୍ବାଇରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୨,୮୫୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୯,୪୭୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ପିଛା ୮୦୦ ଓ ୮୭୦ ଟଙ୍କା ବଢିଛି। 

 

4/5

ସେହିପରି ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୨,୮୫୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୯,୪୭୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ଭରି ପିଛା ୮୦୦ ଓ ୮୭୦ ଟଙ୍କା ବୃଦ୍ଧି ପାଇଛି। 

 

5/5

ଅନ୍ୟପଟେ ଓଡି଼ଶାର ରାଜଧାନୀ ଭୁବନେଶ୍ବରରେ ମଧ୍ୟ ସୁନା ଦରରେ ପରିବର୍ତ୍ତନ ଦେଖିବାକୁ ମିଳିଛି। ଏଠାରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ମୂଲ୍ୟ ୭୨,୮୫୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୯,୪୭୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ଭରି ପିଛା ୮୦୦ ଓ ୮୭୦ ଟଙ୍କା ବଢିଛି।