Advertisement
Photo Details/zeeodisha/odisha2468344
photoDetails0hindi

Gold Rate Today: ନୂଆ ସୁନା ଦର ଜାରି, ଜାଣନ୍ତୁ ଭୁବନେଶ୍ବରରେ ଆଜି ଭରି ପିଛା କେତେ ରହିଛି ରେଟ୍?

 
Gold Rate Today: ସୁନାପ୍ରେମୀଙ୍କ ପାଇଁ ବଡ଼ ଖବର। ଦଶହରା ପୂର୍ବରୁ ବଢିଲା ସୁନାରେଟ୍। ଗତ ୨ ଦିନ ହେବ ଦର ଖସୁଥିବା ବେଳେ ଆଜି ପୁଣି ଥରେ ଦରରେ ପରିବର୍ତ୍ତନ ଦେଖିବାକୁ ମିଳିଛି। ଯଦି ଆପଣ ଆଜି ସୁନା-ଅଳଙ୍କାର କିଣିବାକୁ ପ୍ଲାନ୍ କରୁଛନ୍ତି। ତେବେ,ଜାଣି ରଖନ୍ତୁ ଆଜି କେଉଁ ସହରରେ କେତେ ରହିଛି ସୁନା ରେଟ୍? 

1/5
ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୧,୧୦୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୭,୫୫୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ଭରି ପିଛା ୭୦୦ ଓ ୭୬୦ ଟଙ୍କା ବୃଦ୍ଧି ପାଇଛି।

ALSO READ: Weekly Special Horoscope: ଏହିସବୁ ରାଶିଙ୍କ ପାଇଁ ନୂଆ ସପ୍ତାହରେ ବଢିବ ଅଡୁଆ, କର୍ମକ୍ଷେତ୍ରରେ ଦେଖାଦେବ ବିବାଦ, ବ୍ୟବସାୟରେ ହେବ କ୍ଷତି!

ALSO READ:  Career Horoscope: ଅକ୍ଟୋବର ୧୨ରେ ଉଦୟ ହେବ ୫ ରାଶିଙ୍କ ଭାଗ୍ୟ! ଶନିଦେବଙ୍କ କୃପାରୁ ପାଇବେ ଅପାର ଲାଭ!

2/5
ସେହିପରି ଦେଶର ରାଜଧାନୀ ନୂଆଦିଲ୍ଲୀରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ମୂଲ୍ୟ ୭୧,୧୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୭,୫୫୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ୭୦୦ ଓ ୭୬୦ ଟଙ୍କା ବଢିଛି।

3/5
ସେହିପରି ମାୟାନଗରୀ ମୁମ୍ବାଇରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୦,୯୫୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୭,୪୦୦ ଟଙ୍କା ରହିଛି। ଏଠାରେ ମଧ୍ୟ ୨୨ ଓ ୨୪ କ୍ୟାରେଟ୍ ରେ ୭୦୦ ଓ ୭୬୦ ଟଙ୍କା ବୃଦ୍ଧି ପାଇଛି। 

4/5
ସେହିପରି, ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୦, ୯୫୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୭, ୪୦୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ଭରି ପିଛା ୭୦୦ ଓ ୭୬୦ ଟଙ୍କା ବଢିଛି।   

5/5
ସେହିପରି, ଓଡି଼ଶାର ରାଜଧାନୀ ଭୁବନେଶ୍ବରରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୦,୯୫୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୭,୪୦୦ ଟଙ୍କା ରହିଛି। ଏବଂ ୧୮ କ୍ୟାରେଟ୍ ର ଦାମ୍ ୫୮,୦୫୦ ଟଙ୍କା ରହିଛି। ୨୨ କ୍ୟାରେଟ୍ ରେ ୭୦୦ ଓ ୨୪ କ୍ୟାରେଟ୍ ରେ ୭୬୦ ଓ ୧୮ କ୍ୟାରେଟ୍ ରେ ୫୭୦ ଟଙ୍କା ବୃଦ୍ଧି ପାଇଛି।