Advertisement
Photo Details/zeeodisha/odisha2510863
photoDetails0hindi

Gold Rate Today: ସୁନା ଦରରେ ବୃହତ ହ୍ରାସ, ରାଜ୍ୟରେ ୧୦ ଗ୍ରାମ୍-କୁ ରହିଛି ମାତ୍ର ଏତିକି ଟଙ୍କା

Gold Rate Today: ସୁନା ପ୍ରେମୀଙ୍କ ଲାଗି ଖୁସି ଖବର। କାର୍ତ୍ତିକ ପୂର୍ଣ୍ଣିମା ପୂର୍ବରୁ ସୁନା ଦରରେ ହେଲା ବଡ଼ ପରିବର୍ତ୍ତନ । ଗତ କିଛି ଦିନ ହେବ ସୁନା ଦର ଆକାଶ ଛୁଆଁ ହେଉଥିବା ବେଳେ ଆଜି ଦରରେ ବଡ଼ ଧରଣର ହ୍ରାସ ଦେଖିବାକୁ ମିଳିଛି । ଯାହା ଗ୍ରାହକଙ୍କୁ ବଡ଼ ଆଶ୍ବସ୍ତି ଦେଇଛି। ଯଦି ଆପଣ ଆଜି ସୁନା-ଅଳଙ୍କାର କିଣିବା ପାଇଁ ଯୋଜନା କରୁଛନ୍ତି । ତେବେ, ଏହି ଖବରଟି ଆପଣଙ୍କ ପାଇଁ ଗୁରୁତ୍ବପୂର୍ଣ୍ଣ ଅଟେ। ତେବେ, ଆସନ୍ତୁ ଜାଣିବା କେଉଁ ସହରରେ କେତେ ରହିଛି ସୁନା ରେଟ୍?

1/5
ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୧,୦୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୭,୪୪୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ୧,୩୫୦ ଟଙ୍କା ଓ ୧୪୭୦ ଟଙ୍କା ହ୍ରାସ ପାଇଛି।

ALSO READ: Odisha News: ଟ୍ରେଡିଂ ଆପ୍‍ ରେ କ୍ଷତି, ଜୀବନ ହାରିଲେ କେନ୍ଦ୍ରାପଡ଼ାର ବର

ALSO READ: Kartik Purnima 2024: କାର୍ତ୍ତିକ ପୂର୍ଣ୍ଣିମାରେ ପଡୁଛି ତିନି ଶୁଭଯୋଗ, ଫିଟିବ ଏହିସବୁ ରାଶିଙ୍କ ଭାଗ୍ୟ, ବଢିବ ବ୍ୟାଙ୍କ୍ ବାଲାନ୍ସ!

2/5
ସେହିପରି ଦେଶର ରାଜଧାନୀ ନୂଆଦିଲ୍ଲୀରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୧,୦୦୦ ରହିଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୭, ୪୪୦ ଟଙ୍କା ରହିଛି । ୨୨ ଓ ୨୪ କ୍ୟାରେଟ୍ ରେ ୧୩୫୦ ଓ ୧୪୭୦ ଟଙ୍କା ହ୍ରାସ ପାଇଛି। 

3/5
ଅନ୍ୟପଟେ ମାୟାନଗରୀ ମୁମ୍ବାଇରେ ମଧ୍ୟ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ରେଟ୍  ୭୦,୮୫୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୭, ୨୯୦ ଟଙ୍କା ରହିଛି । ୨୨ ଓ ୨୪ କ୍ୟାରେଟ୍ ରେ ଭରି ପିଛା ୧୩୫୦ ଓ ୧୪୭୦ ଟଙ୍କା କମିଛି। 

4/5
ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୦,୮୫୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୭,୨୯୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ଭରି ପିଛା ୧୩୫ ଓ ୧୪୭୦ ଟଙ୍କା କମିଛି। 

5/5
  ସେହିପରି ଓଡି଼ଶାର ରାଜଧାନୀ ଭୁବନେଶ୍ବରରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୦,୮୫୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୭,୨୯୦  ଓ ୧୮ କ୍ୟାରେଟ୍ ର ଦାମ୍ ୫୭,୯୭୦ ଟଙ୍କା ରହିଛି। ତେବେ, ଆମେ ଏଠାରେ ଆପଣଙ୍କୁ ସୂଚନା ଦେବାକୁ ଚାହିଁବୁ ଯେ,  ୨୨ କ୍ୟାରେଟ୍ ରେ ୧୩୫୦, ୨୪ କ୍ୟାରେଟ୍ ରେ ୧୪୭୦ ଓ ୧୮ କ୍ୟାରେଟ୍ ରେ ୧୧୦୦ ଟଙ୍କା କମିଛି।