Advertisement
Photo Details/zeeodisha/odisha2557682
photoDetails0hindi

Gold Rate Today: ଆଜି ସୁନା ଦରରେ ବୃହତ ହ୍ରାସ, ୫୮ ହଜାର ତଳେ ଭରି ପିଛା ମୂଲ୍ୟ!

Gold Rate Today: ସୁନାପ୍ରେମୀଙ୍କ ପାଇଁ ଖୁସି ଖବର। ଦ୍ବିତୀୟ ଦିନର ଖସିଲା ରେଟ୍। ସୁନା ଦରରେ ବୃହସ ହ୍ରାସ ହୋଇଥିବା ଦେଖିବାକୁ ମିଳିଛି। ସପ୍ତାହ ଶେଷରେ ଗ୍ରାହକଙ୍କ ପାଇଁ ଏକ ବଡ଼ ଭେଟି କହିଲେ ଅତୃକ୍ତି ହେବ ନାହିଁ। ଯଦି ଆପଣ ଆଜି ସୁନା-ଅଳଙ୍କାର କିଣିବା ପାଇଁ ଯୋଜନା କରୁଛନ୍ତି। ତେବେ, ଏହି ଖବରଟି ଆପଣଙ୍କ ପାଇଁ ଗୁରୁତ୍ବପୂର୍ଣ୍ଣ ଅଟେ। ତେବେ, ଆସନ୍ତୁ ଜାଣିବା କେଉଁ ସହରରେ କେତେ ରହିଛି ସୁନା ଦର ?

1/5
ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୧,୪୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୭,୮୯୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ୯୦୦ ଓ ୯୮୦ ଟଙ୍କା ହ୍ରାସ ପାଇଛି।

 

ALSO READ: IAS Officer Bishnupada Sethi: IAS ବିଷ୍ଣୁପଦ ସେଠୀଙ୍କ ଡ୍ରାଇଭରଙ୍କୁ CBIର ସମନ୍, ପଢନ୍ତୁ ପୂରା ରିପୋର୍ଟ...

ALSO READ: Nav Pancham Yog 2024: ଏହିସବୁ ରାଶିଙ୍କ ଭାଗ୍ୟ ଫିଟାଇବ ନବ ପଞ୍ଚମ ଯୋଗ, ନୂଆବର୍ଷ ପୂର୍ବରୁ ଟଙ୍କାରେ ବ୍ୟାଙ୍କ୍ ଆକାଉଣ୍ଟ ହେବ ଫୁଲ୍

2/5

ସେହିପରି ଦେଶର ରାଜଧାନୀ ନୂଆଦିଲ୍ଲୀରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୧,୫୫୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୮,୦୪୦ ଟଙ୍କା ରହିଛି । ୨୨ ଓ ୨୪ କ୍ୟାରେଟ୍ ରେ ଭରି ପିଛା ୯୦୦ ଓ ୯୮୦ ଟଙ୍କା କମିଛି। 

3/5
ସେହିପରି ମାୟାନଗରୀ ମୁମ୍ବାଇରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୧,୪୦୦ ଟଙ୍କା ରହିଥିବା  ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୭, ୮୯୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ୯୦୦ ଓ ୯୮୦ ଟଙ୍କା ଖସିଛି। 

4/5
ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୧,୪୦୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୭,୮୯୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ୯୦୦ ଓ ୯୮୦ ଟଙ୍କା କମିଛି। 

5/5
ସେହିପରି ଓଡି଼ଶାର ରାଜଧାନୀ ଭୁବନେଶ୍ବରରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୧,୪୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୭,୮୯୦ ଟଙ୍କା ରହିଛି। ଏବଂ ୧୮ କ୍ୟାରେଟ୍ ର ରେଟ୍ ୫୮,୪୨୦ ଟଙ୍କା ରହିଛି। ତେବେ, ଏଠାରେ ଆମେ ଆପଣଙ୍କୁ ସୂଚନା ଦେବା ପାଇଁ ଚାହିଁବୁ ଯେ, ୨୨ କ୍ୟାରେଟ୍-ରେ ୯୦୦ , ୨୪ କ୍ୟାରେଟ୍ ରେ ୯୮୦ ଓ ୧୮ କ୍ୟାରେଟ୍ ରେ  ୭୪୦ ଟଙ୍କା ହ୍ରାସ ପାଇଛି।