ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୬୮,୫୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୪,୭୩୦ ଟଙ୍କା ରହିଛି। ୨୨ କ୍ୟାରେଟ୍ ରେ ୧୫୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ରେ ୧୬୦ ଟଙ୍କା ହ୍ରାସ ପାଇଛି।
ALSO READ: Budh Uday 2024: ବୁଧଙ୍କ କୃପାରୁ ଚମକିବ ଏହିସବୁ ରାଶିଙ୍କ ଭାଗ୍ୟ, ବ୍ୟବସାୟରେ ମିଳିବ ପ୍ରଚୁର ଲାଭ ସାଙ୍ଗକୁ...
ALSO READ: Raod Accident: ଭୟଙ୍କର ସଡ଼କ ଦୁର୍ଘଟଣା, ଏକା ସାଙ୍ଗରେ ଆଖିବୁଜିଲେ ଗୋଟିଏ ପରିବାରର ୫ ସଦସ୍ୟ
ସେହିପରି ଦେଶର ରାଜଧାନୀ ଦିଲ୍ଲୀରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୬୮,୬୫୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୪,୮୮୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ୧୫୦ ଓ ୧୬୦ ଟଙ୍କା ହ୍ରାସ ହୋଇଛି।
ମାୟାନଗରୀ ମୁମ୍ବାଇରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ମୂଲ୍ୟ ୬୮,୫୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୪,୭୩୦ ଟଙ୍କା ରହିଛି। ଏଠାରେ ୨୨ ଓ ୨୪ କ୍ୟାରେଟ୍ ରେ ୧୫୦ ଓ ୧୬୦ ଟଙ୍କା କମିଛି।
ସେହିପରି ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ମୂଲ୍ୟ ୬୮,୫୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୪,୭୩୦ ଟଙ୍କା ରହିଛି। ଏଠାରେ ମଧ୍ୟ ୨୨ ଓ ୨୪ କ୍ୟାରେଟ୍ ରେ ୧୫୦ ଓ ୧୬୦ ଟଙ୍କା ହ୍ରାସ ହୋଇଛି।
ସେହିପରି ଓଡ଼ିଶାର ରାଜଧାନୀ ଭୁବନେଶ୍ବରରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୬୮,୫୦୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ସୁନାର ଦାମ୍ ୭୪,୭୩୦ ଟଙ୍କା ରହିଛି। ଏବଂ ୧୮ କ୍ୟାରେଟ୍ ର ଦାମ୍ ୫୬,୦୫୦ ଟଙ୍କା ରହିଛି। ତେବେ, ଏଠାରେ ୧୮, ୨୨ ଓ ୨୪ କ୍ୟାରେଟ୍ ରେ ଭରି ପିଛା ୧୨୦,୧୫୦ ଓ ୧୬୦ ଟଙ୍କା ହ୍ରାସ ହୋଇଛି।
ट्रेन्डिंग फोटोज़