Advertisement
Photo Details/zeeodisha/odisha2566553
photoDetails0hindi

Gold Rate Today: ଲଗାତର ପଞ୍ଚମ ଦିନରେ ହ୍ରାସ ପାଇଲା ସୁନା ରେଟ୍, ୫୮ ହଜାର ତଳେ ଭରି ପିଛା ମୂଲ୍ୟ

Gold Rate Today: ସୁନା ପ୍ରେମୀଙ୍କ ପାଇଁ ବଡ଼ ଖବର। ପୁଣି ଖସିଲା ସୁନା ରେଟ୍। ଲଗାତର ପଞ୍ଚମ ଦିନରେ ଶସ୍ତା ହେଲା ସୁନା । ବିବାହ ସିଜିନ୍-ରେ ସୁନା ଦର ହ୍ରାସ ଗ୍ରାହକଙ୍କୁ ଖୁସି କରିଦେଇଛି। ଆଜି ମଧ୍ୟ ଦରରେ ପରିବର୍ତ୍ତନ ଦେଖିବାକୁ ମିଳିଛି। ଯଦି ଆପଣ ଆଜି ସୁନା-ଗହଣ କିଣିବାକୁ ଯୋଜନା କରିଛନ୍ତି। ତେବେ, ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ବପୂର୍ଣ୍ଣ ଅଟେ। ତେବେ, ଆସନ୍ତୁ ଜାଣିବା କେଉଁ ସହରରେ କେତେ ରହିଛି ସୁନା ରେଟ୍ ...

 

1/5

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୦, ୬୯୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ରେଟ୍ ୭୭,୧୨୦ ଟଙ୍କା ରହିଛି । ଏଠାରେ ୨୨ ଓ ୨୪ କ୍ୟାରେଟ୍ ରେ ୧୦ ଟଙ୍କା କମିଛି। 

ALSO READ: ବର୍ଷ ୨୦୨୫ରେ ୪ ଗ୍ରହଙ୍କ ଗୋଚର; ଲାଭରେ ରହିବେ ୫ରାଶି, ବର୍ଷ ତମାମ୍ କମାଇବେ ଟଙ୍କା

ALSO READ: Asima Panda Video: ଝରଣା କୂଳରୁ ଭାଇରାଲ୍ ହେଲା କଣ୍ଠଶିଳ୍ପୀ ଅସୀମା ପଣ୍ତାଙ୍କ ଏହି ଭିଡିଓ , ଦେଖନ୍ତୁ

 

 

2/5

ସେହିପରି ଦେଶର ରାଜଧାନୀ ନୂଆଦିଲ୍ଲୀରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୦,୮୪୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୭,୨୭୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ୧୦ ଟଙ୍କା କମିଛି।

 

3/5

ଅନ୍ୟପଟେ, ମୁମ୍ବାଇରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୦,୬୯୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ର ରେଟ୍ ୭୭, ୧୨୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ୧୦ ଟଙ୍କା ଖସିଛି। 

 

4/5

ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୦,୬୯୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ର ରେଟ୍ ୭୭,୧୨୦ ଟଙ୍କା ରହିଛି । ଏଠାରେ ମଧ୍ୟ ୨୨ ଓ ୨୪ କ୍ୟାରେଟ୍ ରେ ୧୦ ଟଙ୍କା କମିଛି। 

 

5/5

ଓଡି଼ଶାର ରାଜଧାନୀ ଭୁବନେଶ୍ବରରେ ୨୨ କ୍ୟାରେଟ୍ ସୁନା ର ୧୦ ଗ୍ରାମ୍ ରେଟ୍  ୭୦,୬୯୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ର ରେଟ୍ ୭୭,୧୨୦ ଟଙ୍କା ରହିଛି। ଏବଂ ୧୮ କ୍ୟାରେଟ୍ ର ରେଟ୍ ୫୭,୮୪୦ ଟଙ୍କା ରହିଛି। ତେବେ, ଏଠାରେ ଆମେ ଆପଣଙ୍କୁ ସୂଚନା ଦେବା ପାଇଁ ଚାହିଁବୁ ଯେ, ୨୨ , ୨୪ ଓ ୧୮ କ୍ୟାରେଟ୍ ରେ ୧୦ ଟଙ୍କା  ହ୍ରାସ ପାଇଛି।