Advertisement
Photo Details/zeeodisha/odisha2439986
photoDetails0hindi

Gold Rate Today: ପୁଣି ବଢିଲା ସୁନା ଦର, ଜାଣନ୍ତୁ ଭୁବନେଶ୍ବରରେ ଆଜି ଭରି ପିଛା କେତେ ରହିଛି ରେଟ୍?

Gold Rate Today: ସପ୍ତାହ ଶେଷରେ ରେକର୍ଡ଼ ଭାଙ୍ଗିଲା ସୁନା ଦର। ଗତକାଲି ସୁନା ଦର ବୃଦ୍ଧି ହୋଇଥିବା ବେଳେ ଆଜି ମଧ୍ୟ ରେଟ୍ ରେ ପରିବର୍ତ୍ତନ ଦେଖିବାକୁ ମିଳିଛି। ଯଦି ଆପଣ ଆଜି ସୁନା ଅଳଙ୍କାର କିଣିବାକୁ ଯୋଜନା କରିଛନ୍ତି । ଏହି ଖବରଟି ଆପଣଙ୍କ ପାଇଁ ଗୁରୁତ୍ବପୂର୍ଣ୍ଣ ଅଟେ। ତେବେ,ଆସନ୍ତୁ ଜାଣିବା କେଉଁ ସହରରେ କେତେ ରହିଛି ସୁନା ରେଟ୍।

1/5

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ମୂଲ୍ୟ ୬୯,୬୦୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୫, ୯୩୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ୭୫୦ ଓ ୮୨୦ ଟଙ୍କା ବୃଦ୍ଧି ପାଇଛି। 

ALSO READ: Petrol Diesel Price Today: ଜାରି ହେଲା ନୂଆ ତେଲ ଦର, ଜାଣନ୍ତୁ ଲିଟର ପିଛା କେତେ କମିଲା ପେଟ୍ରୋଲ-ଡିଜେଲ ରେଟ୍?

ALSO READ: Guru Vakri 2024: ବୃହସ୍ପତିଙ୍କ ଓଲଟା ଚଳନ ବଦଳାଇବ ଏହିସବୁ ରାଶିଙ୍କ ଭାଗ୍ୟ, ବ୍ୟବସାୟରେ ମିଳିବ ଆଶାତିତ ଲାଭ ସହ...

2/5

ସେହିପରି ଦେଶର ରାଜଧାନୀ ନୂଆଦିଲ୍ଲୀରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ମୂଲ୍ୟ ୬୭,୭୫୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୬,୦୮୦ ଟଙ୍କା ରହିଛି। ଏଠାରେ ମଧ୍ୟ ୨୨ ଓ ୨୪ କ୍ୟାରେଟ୍ ରେ ଭରି ପିଛା ୭୫୦ ଓ ୮୨୦ ଟଙ୍କା ବୃଦ୍ଧି ପାଇଛି। 

 

3/5

ମାୟାନଗରୀ ମୁମ୍ବାଇରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ମୂଲ୍ୟ ୬୯,୭୫୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୬, ୦୮୦ ଟଙ୍କା ରହିଛି । ଏଠାରେ ମଧ୍ୟ ୨୨ ଓ ୨୪ କ୍ୟାରେଟରେ ଭରି ପିଛା ୭୫୦ ଓ ୮୨୦ ଟଙ୍କା ବୃଦ୍ଧି ପାଇଛି। 

 

4/5

ସେହିପରି, ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ମୂଲ୍ୟ ୬୯,୬୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୫,୯୩୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ଭରି ପିଛା ୭୫୦ ଓ ୮୨୦ ଟଙ୍କା ବୃଦ୍ଧି ହୋଇଛି। 

 

5/5

ଅନ୍ୟପଟେ, ଓଡ଼ିଶାର ରାଜଧାନୀ ଭୁବନେଶ୍ବରରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ମୂଲ୍ୟ ୬୯,୬୩୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୫,୯୩୦ ଟଙ୍କା ରହିଛି। ଏବଂ ୧୮ କ୍ୟାରେଟ୍ ର ଦାମ୍ ୫୬,୯୭୦ ଟଙ୍କା ରହିଛି। ଏଠାରେ ୧୮,୨୨ ଓ ୨୪ କ୍ୟାରେଟ୍ ରେ ଭରି ପିଛା ୬୧୦,୭୫୦ ଓ ୮୨୦ ଟଙ୍କା ବଢିଛି।