Advertisement
Photo Details/zeeodisha/odisha2614700
photoDetails0hindi

Gold Rate Today: ସୁନା ଦରରେ ରେକର୍ଡ ବୃଦ୍ଧି, ଆଜି ଭରି ପିଛା ଏତିକି ଟଙ୍କା ବଢିଲା ରେଟ୍

Gold Rate Today: ଗ୍ରାହକଙ୍କ ପାଇଁ ବଡ଼ ଖବର।  ମହଙ୍ଗା ହେଉଛି ସୁନା। ଗତ କିଛି ଦିନ ହେବ ସୁନା ରେଟ୍ ରେକର୍ଡ ଭାଙ୍ଗିବାରେ ଲାଗିଛି। ଆଜି ମଧ୍ୟ ଦରରରେ ପରିବର୍ତ୍ତନ ଦେଖିବାକୁ ମିଳିଛି। ଯଦି ଆପଣ ଆଜି ସୁନା ଅଳଙ୍କାର କିଣିବା ପାଇଁ ଯୋଜନା କରୁଛନ୍ତି। ତେବେ, ଏହି ଖବରଟି ଆପଣଙ୍କ ପାଇଁ ଗୁରୁତ୍ବପୂର୍ଣ୍ଣ ଅଟେ। ତେବେ, ଆସନ୍ତୁ ଜାଣିବା କେଉଁ ସହରରେ କେତେ ରହିଛି ସୁନା ରେଟ୍?

1/5

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୫,୫୫୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ରେଟ୍ ୮୨,୪୨୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ୩୦୦ ଓ ୩୩୦ ଟଙ୍କା ବୃଦ୍ଧି ପାଇଛି।

ALSO READ: Rani panda Viral Video: କେଉଁ ରୋଗରେ ପୀଡି଼ତ ହୋଇଛନ୍ତି ଅଭିନେତ୍ରୀ ରାଣୀ ପଣ୍ତା, ଜାଣନ୍ତୁ

ALSO READ: Guru Margi 2025: ବୃହସ୍ପତିଙ୍କ ଶୁଭ ଚଳନ, ଫେବୃଆରୀ ୪ରୁ ଫିଟିବ ଏହି ସବୁରାଶିଙ୍କ ଭାଗ୍ୟ, କ୍ୟାରିୟରକୁ ନେଇ ମିଳିବ ଖୁସି ଖବର!

 

2/5

ଦେଶର ରାଜଧାନୀ ନୂଆଦିଲ୍ଲୀରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍  ୭୫,୭୦୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୮୨,୫୭୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ୩୦୦ ଓ ୩୩୦ ଟଙ୍କା ବୃଦ୍ଧି ପାଇଛି। 

 

3/5

ସେହିପରି ମାୟାନଗରୀ ମୁମ୍ବାଇରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୫,୫୫୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୮୨,୪୨୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ୩୦୦ ଓ ୩୩୦ ଟଙ୍କା ବଢିଛି।

4/5

ଅନ୍ୟପଟେ, ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୫,୫୫୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୮୨,୪୨୦ ଟଙ୍କା ରହିଛି।  ୨୨ ଓ ୨୪ କ୍ୟାରେଟ୍ ରେ ଭରି ପିଛା ୩୦୦ ଓ ୩୩୦ ଟଙ୍କା ବଢିଛି। 

 

5/5

ସେପଟେ, ଓଡି଼ଶାର ରାଜଧାନୀ ଭୁବନେଶ୍ବରରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୫,୫୫୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍  ର ରେଟ୍ ୮୨,୪୨୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ୩୦୦ ଓ ୩୩୦ ଟଙ୍କା ବୃଦ୍ଧି ପାଇଛି।