Advertisement
Photo Details/zeeodisha/odisha2489222
photoDetails0hindi

Gold Rate Today: ଧନତେରାସ୍ ପୂର୍ବରୁ ଗ୍ରାହକଙ୍କୁ ବଡ଼ ଝଟକା, ଆଜି ପୁଣି ବଢିଲା ସୁନାଦର

Gold Rate Today: ସୁନାପ୍ରେମୀଙ୍କ ଲାଗି ବଡ଼ ଖବର।  କିଛିଦିନ ପରେ ଆସୁଛି ଧନତେରାସ୍ ଓ ଦୀପାବଳୀ। ଏହା ପୂର୍ବରୁ ବଢିଲା ସୁନା ଦର । ଯଦି ଆପଣ ଆଜି ସୁନା-ଅଳଙ୍କାର କିଣିବା ପାଇଁ ପ୍ଲାନ୍ କରୁଛନ୍ତି । ତେବେ, ଏହି ଖବରଟି ଆପଣଙ୍କ ଲାଗି ଗୁରୁତ୍ବପୂର୍ଣ୍ଣ ଅଟେ। ତେବେ, ଜାଣନ୍ତୁ ଭାରତର ପ୍ରମୁଖ ସହର ଗୁଡିକରେ କେତେ ରହିଛି ସୁନା ରେଟ୍ ?

1/5
ଭାରତୀୟ ବଜାରରେ ଆଜି ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ମୂଲ୍ୟ ୭୩,୬୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୮୦,୨୯୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ୬୫୦ ଓ ୭୧୦ ଟଙ୍କା ବୃଦ୍ଧି ପାଇଛି।   

ALSO READ: Guru Shukra Yuti 2024: ଦୀପାବଳିରେ ବୃହସ୍ପତି-ଶୁକ୍ରଙ୍କ ଶୁଭଯୋଗ,ଚମକିବ ଏହିସବୁ ରାଶିଙ୍କ ଭାଗ୍ୟ!

ALSO READ: Petrol Diesel Price Today: ନୂଆ ତେଲ ଦର ଜାରି, ଜାଣନ୍ତୁ ଆଜି ରାଜ୍ୟରେ ଲିଟର ପିଛା କେତେ ବଢିଲା ପେଟ୍ରୋଲ-ଡିଜେଲ ରେଟ୍?

2/5
  ସେହିପରି ଦେଶର ରାଜଧାନୀ ନୂଆଦିଲ୍ଲୀରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୩,୭୫୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୮୦,୪୪୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ୬୫୦ ଓ ୭୧୦ ଟଙ୍କା ବୃଦ୍ଧି ହୋଇଛି। 

3/5
ମାୟା ନଗରୀ ମୁମ୍ବାଇରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୩,୬୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୮୦,୨୯୦ ଟଙ୍କା ରହିଛି । ୨୨ ଓ ୨୪ କ୍ୟାରେଟ୍ ରେ ୬୫୦ ଓ ୭୧୦ ଟଙ୍କା ବଢିଛି। 

4/5
ଚେନ୍ନାଇରେ ମଧ୍ୟ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ମୂଲ୍ୟ ୭୩,୬୦୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୮୦,୨୯୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ୬୫୦ ଓ ୭୧୦ ଟଙ୍କା ବଢିଛି।

5/5
ସେହିପରି ଓଡି଼ଶାର ରାଜଧାନୀ ଭୁବନେଶ୍ବରରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ସୁନାର ରେଟ୍ ୭୩,୬୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୮୦,୨୯୦ ଟଙ୍କା ରହିଛି। ଏଠାରେ ମଧ୍ୟ ୨୨ ଓ ୨୪ କ୍ୟାରେଟ୍ ରେ ଭରି ପିଛା ୬୫୦ ଓ ୭୧୦ ଟଙ୍କା ବୃଦ୍ଧି ପାଇଛି।