Advertisement
Photo Details/zeeodisha/odisha2577862
photoDetails0hindi

Gold Rate Today: ସପ୍ତାହ ଶେଷରେ ସୁନା ଦରରେ ବୃହତ ହ୍ରାସ, ଜାଣନ୍ତୁ ଆଜି ଭରି ପିଛା ଏତେ ଟଙ୍କା କମିଲା ରେଟ୍

 
Gold Rate Today: ସପ୍ତାହ ଶେଷରେ ସୁନା ପ୍ରେମୀଙ୍କୁ ମିଳିଲା ଖୁସି ଖବର। ଗତକାଲି ରେଟ୍ ବଢିଥିବା ବେଳେ ଆଜି ଦର ଖସିଥିବା ଦେଖିବାକୁ ମିଳିଛି। ଯାହା ଗ୍ରାହକଙ୍କୁ ବଡ଼ ଆଶ୍ବସ୍ତି ଦେଇଛି। ଯଦି ଆପଣ ଆଜି ସୁନା ଅଳଙ୍କାର କିଣିବା ପାଇଁ ଚିନ୍ତା କରୁଛନ୍ତି। ତେବେ, ଏହି ଖବରଟି ଆପଣଙ୍କ ପାଇଁ ଗୁରୁତ୍ବପୂର୍ଣ୍ଣ ଅଟେ। ତେବେ, ଆସନ୍ତୁ ଜାଣିବା କେଉଁ ସହରରେ କେତେ ରହିଛି ସୁନା ରେଟ୍

1/5
ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୧,୩୫୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୭,୮୪୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ୧୫୦ ଓ ୧୬୦ ଟଙ୍କା ହ୍ରାସ ହୋଇଛି।   

ALSO READ: Shani Gochar Surya Grahan Sanyog 2025: ୨୦୨୫ର ପ୍ରଥମ ସୂର୍ଯ୍ୟ ଗ୍ରହଣରେ ଶନିଙ୍କ ଶୁଭ ଚଳନ, ମାଲାମାଲ୍ ହେବେ ୫ ରାଶି, ପୂରଣ ହେବ ସବୁ ଆଶା!

ALSO READ: Weather Update: ପଶ୍ଚିମା ଝଡ଼ ପ୍ରଭାବରେ ରାଜ୍ୟରେ ବର୍ଷା ସମ୍ଭାବନା, ୭ ଜିଲ୍ଲାକୁ ଆଲର୍ଟ ଜାରି

2/5
ଦେଶର ରାଜଧାନୀ ନୂଆଦିଲ୍ଲୀରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୧,୫୦୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୭,୯୯୦ ଟଙ୍କା ରହିଛି । ୨୨ ଓ ୨୪ କ୍ୟାରେଟ୍ ରେ ୧୫୦ ଓ ୧୬୦ ଟଙ୍କା ଖସିଛି।

3/5
  ସେହିପରି ମାୟାନଗରୀ ମୁମ୍ବାଇରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୧,୩୫୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୭,୮୪୦ ଟଙ୍କା ରହିଛି।  ୨୨ ଓ ୨୪ କ୍ୟାରେଟ୍ ରେ ଭରି ପିଛା ୧୫୦ ଓ ୧୬୦ ଟଙ୍କା କମିଛି।

4/5
ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୧,୩୫୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ର ରେଟ୍ ୭୭,୮୪୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ  ଭରି ପିଛା ୧୫୦ ଓ ୧୬୦ ଟଙ୍କା କମିଛି। 

5/5
ଅନ୍ୟପଟେ, ଓଡି଼ଶାର ରାଜଧାନୀ ଭୁବନେଶ୍ବରରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୧,୩୫୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ରେ ୭୭,୮୪୦ ଟଙ୍କା ରହିଛି। ଏବଂ ୧୮ କ୍ୟାରେଟ୍ ର ରେଟ୍ ୫୮,୩୮୦ ଟଙ୍କା ରହିଛି। ତେବେ, ଏଠାରେ ଆମେ ଆପଣଙ୍କୁ ସୂଚନା ଦେବା ପାଇଁ ଚାହିଁବୁ ଯେ, ୨୨ ଓ ୨୪ କ୍ୟାରେଟ୍ ରେ ଭରି ପିଛା ୧୫୦ ଓ ୧୬୦ ଟଙ୍କା ହ୍ରାସ ପାଇଥିବା ବେଳେ ୧୮ କ୍ୟାରେଟ୍ ରେ ୧୨୦ ଟଙ୍କା କମିଛି।