Advertisement
Photo Details/zeeodisha/odisha2587075
photoDetails0hindi

Gold Rate Today: ସୁନା ଦରରେ ପରିବର୍ତ୍ତନ, ୬୦ ହଜାର ତଳେ ରହିଛି ଭରି ପିଛା ମୂଲ୍ୟ

Gold Rate Today: ସୁନା ପ୍ରେମୀଙ୍କ ପାଇଁ ବଡ଼ ଖବର। ଲଗାତର ତିନିଦିନ ହେବ ସୁନାଦର ବୃଦ୍ଧି ପାଇବାରେ ଲାଗିଛି। ଆଜି ମଧ୍ୟ ଦରରେ ପରିବର୍ତ୍ତନ ଦେଖିବାକୁ ମିଳିଛି। ଯାହା ଗ୍ରାହକଙ୍କ ଚିନ୍ତା ବଢାଇ ଦେଇଛି। ଯଦି ଆପଣ ଆଜି ସୁନା-ଅଳଙ୍କାର କିଣିବା ପାଇଁ ଯୋଜନା କରୁଛନ୍ତି। ତେବେ, ଏହି ଖବରଟି ଆପଣଙ୍କ ପାଇଁ ଗୁରୁତ୍ବପୂର୍ଣ୍ଣ ଅଟେ। ତେବେ, ଆସନ୍ତୁ ଜାଣିବା କେଉଁ ସହରରେ କେତେ ରହିଛି ସୁନା ରେଟ୍?

 

1/5

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୨,୬୧୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ର ରେଟ୍ ୭୯,୨୧୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ମାତ୍ର ୧୦ ଟଙ୍କା ବୃଦ୍ଧି ପାଇଛି। 

ALSO READ: Zodiac Signs: ମକର ସଂକ୍ରାନ୍ତି ପୂର୍ବରୁ ଫିଟିବ ୫ରାଶିଙ୍କ ଭାଗ୍ୟ, ସୂର୍ଯ୍ୟଦେବ କରିବେ ଏହିସବୁ ରାଶି ଉପରେ ଟଙ୍କା ବର୍ଷା!

 

ALSO READ: Prakruti Mishra Video: ବିଦେଶରେ ମସ୍ତି କରୁଛନ୍ତି ଅଭିନେତ୍ରୀ ପ୍ରକୃତି ମିଶ୍ର, ଭାଇରାଲ୍ ହେଲା ଏହି ଭିଡିଓ

 

2/5

ସେହିପରି ଦେଶର ରାଜଧାନୀ ନୂଆଦିଲ୍ଲୀରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୨,୭୬୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ର ରେଟ୍ ୭୯,୩୬୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ୧୦ ଟଙ୍କା ବଢିଛି। 

 

3/5

ମାୟାନଗରୀ ମୁମ୍ବାଇରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୨,୬୧୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୯, ୨୧୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ୧୦ ବଢିଛି।

 

4/5

ସେହିପରି ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୨,୬୧୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ର ରେଟ୍ ୭୯,୨୧୦ ଟଙ୍କା ରହିଛି। ଏଠାରେ ମଧ୍ୟ ୨୨ ଓ ୨୪ କ୍ୟାରେଟ୍ ରେ  ୧୦ ଟଙ୍କା ବଢିଛି। 

 

5/5

ଅନ୍ୟପଟେ, ଓଡି଼ଶାର ରାଜଧାନୀ ଭୁବନେଶ୍ବରରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୨,୬୧୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୯,୨୧୦ ଟଙ୍କା ରହିଛି। ଏବଂ ୧୮ କ୍ୟାରେଟ୍ ର ରେଟ୍ ୫୯,୪୧୦ ଟଙ୍କା ରହିଛି।  ୧୮, ୨୨ ଓ ୨୪ କ୍ୟାରେଟ୍ ରେ ଭରି ପିଛା ୧୦ ଟଙ୍କା ବୃଦ୍ଧି ପାଇଛି।