Advertisement
Photo Details/zeeodisha/odisha2544634
photoDetails0hindi

Gold Rate Today: ଲଗାତାର ତୃତୀୟ ଦିନରେ ବଢିଲା ସୁନା ରେଟ୍, ଜାଣନ୍ତୁ ଭୁବନେଶ୍ବରରେ ଭରି ପିଛା କେତେ ରହିଛି ମୂଲ୍ୟ?

Gold Rate Today: ସୁନା ପ୍ରେମୀଙ୍କ ପାଇଁ ବଡ଼ ଖବର। ପୁଣି ବୃଦ୍ଧି ପାଇଲା ସୁନା ରେଟ୍।  ଗତ ଦୁଇ ଦିନ ହେବ ଦର ଆକାଶ ଛୁଆଁ ହେବାର ଲାଗିଛି। ଆଜି ମଧ୍ୟ ଦରରେ ପରିବର୍ତ୍ତନ ହୋଇଛି। ଯଦି ଆପଣ ଆଜି ସୁନା-ଅଳଙ୍କାର କିଣିବା ପାଇଁ ଯୋଜନା କରିଛନ୍ତି। ତେବେ, ଏହି ଖବରଟି ଆପଣଙ୍କ ପାଇଁ ଗୁରୁତ୍ବପୂର୍ଣ୍ଣ ଅଟେ। ତେବେ, ଆସନ୍ତୁ ଜାଣିବା କେଉଁ ସହରରେ କେତେ ରହିଛି ସୁନା ଦର...

 

1/5

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୧,୪୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୭,୮୯୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ୧୦୦ ଓ ୧୧୦ ଟଙ୍କା ବୃଦ୍ଧି ପାଇଛି। 

ALSO READ: Today Horoscope: ଏହିସବୁ ରାଶିଙ୍କ ପାଇଁ ଆଜି ବଢିପାରେ ସମସ୍ୟା, ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ଗୁରୁବାର?

ALSO READ: Guru Gochar 2025: ୨୦୨୫ରେ ଏହିସବୁ ରାଶିଙ୍କ ଉପରେ ଟଙ୍କା ବର୍ଷା କରିବେ ବୃହସ୍ପତି, କର୍ମକ୍ଷେତ୍ରରେ ମିଳିବ ପଦୋନ୍ନତି ସହ...

2/5

ସେହିପରି ଦେଶର ରାଜଧାନୀ ନୂଆଦିଲ୍ଲୀରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୧,୫୫୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୮,୦୪୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ  ୧୦୦ ଓ ୧୧୦ ଟଙ୍କା ବଢିଛି।

 

3/5

ମାୟାନଗରୀ ମୁମ୍ବାଇରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୧,୪୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୭,୮୯୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ଭରି ପିଛା ୧୦୦ ଓ ୧୧୦ ଟଙ୍କା ବୃଦ୍ଧି ପାଇଛି। 

 

4/5

ଅନ୍ୟପଟେ, ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୧,୪୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୭,୮୯୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ  ୯୦ ଓ ୧୧୦ ଟଙ୍କା ବଢିଛି। 

 

5/5

ସବୁଠାରୁ ବଡ଼ କଥା ହେଲା ଯେ, ଓଡି଼ଶାର ରାଜଧାନୀ ଭୁବନେଶ୍ବରରେ ମଧ୍ୟ ସୁନା ରେଟ୍ ରେ ପରିବର୍ତ୍ତନ ଦେଖିବାକୁ ମିଳିଛି। ଭୁବନେଶ୍ବରରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ମୂଲ୍ୟ ୭୧,୪୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୭,୮୯୦ ଟଙ୍କା ରହିଛି। ଏବଂ ୧୮ କ୍ୟାରେଟ୍ ର ଦାମ୍ ୫୮,୪୨୦ ଟଙ୍କା ରହିଛି। ତେବେ, ଏଠାରେ ଆମେ ଆପଣଙ୍କୁ ସୂଚନା ଦେବା ପାଇଁ ଚାହିଁବୁ ଯେ, ୨୨ କ୍ୟାରେଟ୍ ରେ ୧୦୦, ୨୪ କ୍ୟାରେଟ୍ ରେ ୧୧୦ ଓ ୧୮ କ୍ୟାରେଟ୍ ରେ ୮୦ ଟଙ୍କା ବୃଦ୍ଧି ପାଇଛି।