Advertisement
Photo Details/zeeodisha/odisha2547641
photoDetails0hindi

Gold Rate Today: ସପ୍ତାହ ଶେଷରେ ସୁନାଦରରେ ହ୍ରାସ, ରାଜ୍ୟରେ ଭରି ପିଛା ମୂଲ୍ୟ ରହିଛି ମାତ୍ର ଏତିକି

Gold Rate Today: ସୁନାପ୍ରେମୀଙ୍କ ପାଇଁ ଖୁସି ଖବର। ବିବାହ ସିଜିନ୍-ରେ ପୁଣି ଥରେ ଖସିଲା ସୁନା ରେଟ୍। ଗତକାଲି ଦରରେ ବୃହସ ହ୍ରାସ ହୋଇଥିବା ବେଳେ ଆଜି ମଧ୍ୟ ଦରରେ କମିଥିବା ଦେଖିବାକୁ ମିଳିଛି। ଯଦି ଆପଣ ଆଜି ସୁନା ଅଳଙ୍କାର କିଣିବା ପାଇଁ ଯୋଜନା କରିଛନ୍ତି। ତେବେ, ଏହି ଖବରଟି ଆପଣଙ୍କ ପାଇଁ ଗୁରୁତ୍ବପୂର୍ଣ୍ଣ ଅଟେ। ତେବେ, ଆସନ୍ତୁ ଜାଣିବା କେଉଁ ସହରରେ କେତେ ରହିଛି ସୁନା-ରେଟ୍?

1/5

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୧,୧୪୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୭,୬୧୦ ଟଙ୍କା ରହିଛି । ୨୨ ଓ ୨୪ କ୍ୟାରେଟ୍ ରେ ୧୦ ଟଙ୍କା ହ୍ରାସ ପାଇଛି।

ALSO READ: Mahalaxmi Yoga 2025: ୨୦୨୫ରେ ଧନୀ ହେବାର ସୌଭଗ୍ୟ ପାଇବେ ଏହିସବୁ ରାଶି, ରହିବ ମହାଲକ୍ଷ୍ମୀଙ୍କ ବିଶେଷ କୃପା!

ALSO READ: ଏହି ଯୁବକଙ୍କ ସହ ପୋଲ ଉପରେ ମସ୍ତି କରୁଛନ୍ତି କଣ୍ଠଶିଳ୍ପୀ ଅସୀମା ପଣ୍ତା, ଭାଇରାଲ୍ ହେଲା ଭିଡିଓ

2/5

ସେହିପରି ଦେଶର ରାଜଧାନୀ ନୂଆଦିଲ୍ଲୀରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୧,୨୯୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ରେଟ୍ ୭୭,୭୬୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ୧୦ ଟଙ୍କା କମିଛି। 

 

3/5

ମାୟାନଗରୀ ମୁମ୍ବାଇରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୧,୧୪୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୭,୬୧୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ଭରି ପିଛା ୧୦ ଟଙ୍କା ହ୍ରାସ ହୋଇଛି। 

 

4/5

ସେହିପରି ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୧,୧୪୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୭,୬୧୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ମାତ୍ର ୧୦ ଟଙ୍କା ଖସିଛି। 

 

5/5

ଅନ୍ୟପଟେ, ଓଡି଼ଶାର ରାଜଧାନୀ ଭୁବନେଶ୍ବରରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୧,୧୪୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୭, ୬୧୦ ଟଙ୍କା ରହିଛି। ଏବଂ ୧୮ କ୍ୟାରେଟ୍ ର ଦାମ୍ ୫୮,୨୧୦ ଟଙ୍କା ରହିଛି। ତେବେ, ଆମେ ଏଠାରେ ଆପଣଙ୍କୁ ସୂଚନା ଦେବା ପାଇଁ ଚାହିଁବୁ ଯେ, ୨୨ , ୨୪ ଓ ୧୮ କ୍ୟାରେଟ୍ ରେ ମାତ୍ର ୧୦ ଟଙ୍କା ହ୍ରାସ ପାଇଛି।