Advertisement
Photo Details/zeeodisha/odisha2598936
photoDetails0hindi

Gold Rate: ସପ୍ତାହର ପ୍ରଥମ ଦିନରେ ୮୦ ହଜାର ଟପିଲା ସୁନା ଦର, ଆଜି ଓଡ଼ିଶାରେ ଭରି ପିଛା...

Gold Rate: ଦେଶରେ ଆରମ୍ଭ ହେବାକୁ ଯାଉଛି ବିବାହ ଋତୁ ଆରମ୍ଭ ହେବାକୁ ଯାଉଛି। ଏହାରି ମଧ୍ୟରେ ଗ୍ରାହକଙ୍କ ଚିନ୍ତା ବଢ଼ାଇଛି ସୁନା ଦର ବୃଦ୍ଧି। ଗତ କାଲି ସୁନା ଦର ସ୍ଥିର ଥିବା ବେଳେ ଆଜି ସୋମବାରରେ ଦରରେ ବୃହତ ବୃଦ୍ଧି ଦେଖିବାକୁ ମିଳିଛି। 

1/7
ସୁନା ଦର ଏବେ ହୁ ହୁ ବଢ଼ି ଚାଲିଥିବା ବେଳେ ଆଉ କିଛି ଦିନରେ ୧୦ ଗ୍ରାମ ପିଛା ୭୩ ହଜାର ପାର୍ କରିଛି। ଯଦି ଆପଣ ଆଜି ସୁନା ଗହଣା କିଣିବା ପାଇଁ ଯୋଜନା କରିଛନ୍ତି। ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ବପୂର୍ଣ୍ଣ ଅଟେ।   

2/7

ତେବେ, ଗହଣା କିଣିବା ପୂର୍ବରୁ ନଜର ପକାନ୍ତୁ କେଉଁ ସହରରେ କେତେ ରହିଛି ସୁନା ଦର। ତେବେ ଯଦି ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି ବା ଯୋଜନା କରିଛନ୍ତି ତେବେ ପ୍ରଥମେ ଜାଣି ନିଅନ୍ତୁ ଆଜି ସୁନା ଦର। ଆଜି ସର୍ବ ଭାରତୀୟ ବଜାରରେ(Indian Market) ୨୨ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୭୩,୦୪୦ ଟଙ୍କା ରହିଛି । ସେହିପରି ୧୦ ଗ୍ରାମ ପ୍ରତି ୨୪ କ୍ୟାରେଟ ସୁନା ମୂଲ୍ୟ ରହିଛି ୮୦,୦୦୭।

3/7

ଓଡି଼ଶାର ରାଜଧାନୀ ଭୁବନେଶ୍ବରରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୩,୦୪୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ରେଟ୍ ୮୦,୦୦୭ ଟଙ୍କା ରହିଛି। 

4/7

ସେହିପରି କୋଲକାତାରେ ସମାନ ଭାବେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୩,୦୪୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ରେଟ୍ ୮୦,୦୦୭ ଟଙ୍କା ରହିଛି। 

5/7
ମାୟାନଗରୀ ମୁମ୍ବାଇରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୩,୦୪୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୮୦,୦୦୭ ଟଙ୍କା ରହିଛି।   

6/7

ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୩,୦୪୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୮୦,୦୦୭ ଟଙ୍କା ରହିଛି। 

7/7

ରାଷ୍ଟ୍ରୀୟ ରାଜଧାନୀ ନୂଆ ଦିଲ୍ଲୀରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୩,୫୫୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୮୦,୦୦୭ ଟଙ୍କା ରହିଛି।