Advertisement
Photo Details/zeeodisha/odisha2444283
photoDetails0hindi

Gold Rate Today: ପୁଣି ବଢିଲା ସୁନା ଦର, ଜାଣନ୍ତୁ ଭୁବନେଶ୍ବରରେ ଭରି ପିଛା କେତେ ଟଙ୍କା ହେଲା ବୃଦ୍ଧି?

Gold Rate Today: ଗ୍ରାହକଙ୍କୁ ବଡ଼ ଝଟକା। ପୁଣି ବଢିଲା ସୁନା ଦର। ଗତକିଛି ଦିନ ହେବ ଦରରେ ବ୍ରେକ୍ ଲାଗିଥିଲେ ମଧ୍ୟ ଆଜି ସୁନା ଦରରେ ଅହେତୁକ ବୃଦ୍ଧି ଦେଖିବାକୁ ମିଳିଛି। ଯଦି ଆପଣ ଆଜି ସୁନା-ଅଳଙ୍କାର କିଣିବା ପାଇଁ ଯୋଜନା କରିଛନ୍ତି। ତେବେ, ଏହି ଖବରଟି ଆପଣଙ୍କ ପାଇଁ ଗୁରୁତ୍ବପୂର୍ଣ୍ଣ ଅଟେ। ତେବେ, ଆସନ୍ତୁ ଜାଣିବା କେଉଁ ସହରରେ କେତେ ରହିଛି ସୁନା ରେଟ୍?

1/5

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ୍ ସୁନା ଦର ୭୦,୦୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୬,୩୬୦ ଟଙ୍କା ରହିଛି। ଆଜି ୨୨ ଓ ୨୪ କ୍ୟାରେଟ୍ ରେ ୨୦୦  ଓ ୨୧୦ ଟଙ୍କା ବୃଦ୍ଧି ପାଇଛି। 

ALSO READ: Budh Shukra Yuti 2024: ଆସନ୍ତାକାଲିଠୁ ବଦଳିବ ଏହିସବୁ ରାଶିର ଭାଗ୍ୟ, ଚାକିରିରେ ମିଳିବ ପଦୋନ୍ନତି ସହ ବଢିବ ଆୟ!

ALSO READ: Petrol Diesel Price Today: ନୂଆ ତେଲ ଦର ଜାରି, ଜାଣନ୍ତୁ ଭୁବନେଶ୍ବରରେ ଲିଟର ପିଛା କେତେ ବଢିଲା ପେଟ୍ରୋଲ ରେଟ୍ ?

 

2/5

ସେହିପରି, ଦେଶର ରାଜଧାନୀ ନୂଆଦିଲ୍ଲୀରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍  ୭୦,୧୫୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୬,୫୧୦ ଟଙ୍କା ରହିଛି । ୨୨ ଓ ୨୪ କ୍ୟାରେଟ୍ ରେ  ୨୦୦ ଓ ୨୧୦ ଟଙ୍କା ବୃଦ୍ଧି ପାଇଛି। 

 

3/5

ମାୟାନଗରୀ ମୁମ୍ବାଇରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୦,୦୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୬,୩୬୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ୨୦୦ ଓ ୨୧୦ ଟଙ୍କା ବଢିଛି। 

4/5

ସେହିପରି, ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ବି ସୁନା ଦରରେ ବୃଦ୍ଧି ଦେଖିବାକୁ ମିଳିଛି। ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ମୂଲ୍ୟ   ୭୦,୦୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୬,୩୬୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ୨୦୦ ଓ ୨୧୦ ଟଙ୍କା ବଢିଛି।

 

5/5

ଅନ୍ୟପଟେ, ଓଡି଼ଶାର ରାଜଧାନୀ ଭୁବନେଶ୍ବରରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ମୂଲ୍ୟ ୭୦,୦୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୬,୩୬୦ ଟଙ୍କା ରହିଛି। ଏବଂ ୧୮ କ୍ୟାରେଟ୍ ର ଦାମ୍ ୫୭,୨୭୦ ଟଙ୍କା ରହିଛି। ୧୮,୨୨ ଓ ୨୪ କ୍ୟାରେଟ୍ ରେ ଭରି ପିଛା ୧୬୦, ୨୦୦ ଓ ୨୧୦ ଟଙ୍କା ବୃଦ୍ଧି ପାଇଛି।