Advertisement
Photo Details/zeeodisha/odisha2450241
photoDetails0hindi

Gold Rate Today: ସପ୍ତାହ ଶେଷରେ ଖସିଲା ସୁନା ରେଟ୍, ଜାଣନ୍ତୁ ଭରି ପିଛା କେତେ ଟଙ୍କା କମିଲା ଦର?

Gold Rate Today: ସପ୍ତାହ ଶେଷରେ ଗ୍ରାହକଙ୍କୁ ମିଳିଲା ଖୁସି ଖବର। ଲଗାତର ତିନି ଦିନଧରି ସୁନା ରେଟ୍ ବଢି ଚାଲିଥିବା ବେଳେ ଆଜି ଦର ଖସିଛି । ପାର୍ବଣ ପୂର୍ବରୁ ଶସ୍ତା ହୋଇଛି ସୁନା ରେଟ୍। ଯାହା ଗ୍ରାହକଙ୍କୁ ସାମାନ୍ୟ ଆଶ୍ବସ୍ତି ଦେଇଛି। ଯଦି ଆପଣ ଆଜି ସୁନା-ଅଳଙ୍କାର କିଣିବା ପାଇଁ ଯୋଜନା କରୁଛନ୍ତି। ତେବେ, ଏହି ଖବରଟି ଆପଣଙ୍କ ପାଇଁ ଗୁରୁତ୍ବପୂର୍ଣ୍ଣ ଅଟେ। ତେବେ, ଆସନ୍ତୁ ଜାଣିବା କେଉଁ ସହରରେ କେତେ ରହିଛି ସୁନା ରେଟ୍।

 

1/5

ଭାରତୀୟ ବଜାରରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ମୂଲ୍ୟ ୭୦,୯୫୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୭,୪୦୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ଭରି ପିଛା ୫୦ ଟଙ୍କା ହ୍ରାସ ପାଇଛି।

ALSO READ: Shani Budh Yuti 2024: ଶନି-ବୁଧଙ୍କ କୃପାରୁ ଫିଟିବ ଏହିସବୁ ରାଶିଙ୍କ ଭାଗ୍ୟ, ବ୍ୟବସାୟରେ ମିଳିବ ପ୍ରଚୁର ଲାଭ ସହ...

2/5

ସେହିପରି ଦେଶର ରାଜଧାନୀ ନୂଆଦିଲ୍ଲୀରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୧,୧୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୭,୫୫୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ଭରି ପିଛା ୫୦ ଟଙ୍କା ଖସିଛି।

3/5

ସେହିପରି ମାୟାନଗରୀ ମୁମ୍ବାଇରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୦,୯୫୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ରେଟ୍ ୭୭,୪୦୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ଭରି ପିଛା ୫୦ ଟଙ୍କା ହ୍ରାସ ପାଇଛି।

4/5

ସେହିପରି ଚେନ୍ନାଇରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୦,୯୫୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୭,୪୦୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ  ମାତ୍ର ୫୦ ଟଙ୍କା ହ୍ରାସ ହୋଇଛି। 

 

5/5

ଅନ୍ୟପଟେ, ଓଡିଶାର ରାଜଧାନୀ ଭୁବନେଶ୍ବରରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍  ୭୦,୯୫୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୭,୪୦୦  ଟଙ୍କା ରହିଛି। ଏଠାରେ ମଧ୍ୟ ୨୨ ଓ ୨୪ କ୍ୟାରେଟ୍ ରେ ଭରି ପିଛା ମାତ୍ର ୫୦ ଟଙ୍କା ହ୍ରାସ ପାଇଛି।