Advertisement
Photo Details/zeeodisha/odisha2313655
photoDetails0hindi

ରାଜଘାଟରେ ମହାତ୍ମା ଗାନ୍ଧୀ ଏବଂ ଅଟଳ ବିହାରୀ ବାଜପେୟୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ମୁଖ୍ୟମନ୍ତ୍ରୀ, ଦେଖନ୍ତୁ କିଛି ଝଲକ

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ, ଉପ ମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ ଏବଂ ଉପ ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା ନୂଆଦିଲ୍ଲୀ ଗସ୍ତ ଅବସରରେ ଅନେକ ମନ୍ତ୍ରୀ ଓ ନେତା ମାନଙ୍କୁ ସାକ୍ଷାତ କରିଛନ୍ତି। ଏହି ସାକ୍ଷତ ସମୟରେ ସେ ରାଜ୍ୟର ବିକାଶକୁ ନେଇ ଅନେକ ଗୁରୁତ୍ୱପୂର୍ଣ୍ଣ ବିଷୟରେ ଆଲୋଚନା ମଧ୍ୟ କରିଛନ୍ତି। 

1/8

ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ, ପ୍ରବାଦ ପୁରୁଷ, ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ସମାଧି ସ୍ଥଳକୁ ଆସି ଶ୍ରଦ୍ଧାଞ୍ଜଳୀ ଜ୍ଞାପନ କରିବାର ଦୃଶ୍ୟ।

2/8

ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ, ଉପ ମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ ଏବଂ ଉପ ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ, ପ୍ରବାଦ ପୁରୁଷ, ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ସମାଧି ସ୍ଥଳକୁ ଆସି ଶ୍ରଦ୍ଧାଞ୍ଜଳୀ ଜ୍ଞାପନ କରିଛନ୍ତି।

 

3/8

ଶନିବାର ଦିନ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ, ଉପ ମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ ଏବଂ ଉପ ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ସମାଧି ସ୍ଥଳ ରାଜଘାଟକୁ ଯାଇ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି।

 

 

4/8

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ, ଉପ ମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ ଏବଂ ଉପ ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା ନୂଆଦିଲ୍ଲୀ ଗସ୍ତ ଅବସରରେ ମାନନୀୟ କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରୀ ଶ୍ରୀ ନୀତିନ ଗଡ଼କରୀଙ୍କ ସହ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। 

 

5/8

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ, ଉପ ମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ ରେଳମନ୍ତ୍ରୀ ଅଶ୍ୱନୀ ବୈଷ୍ଣବଙ୍କ ସହ ସାକ୍ଷତ କରିବାର ଦୃଶ୍ୟ।

6/8

ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଦିଲ୍ଲୀ ଗସ୍ତ ଅବସରରେ ବିଜେପି ଅଧ୍ୟକ୍ଷ ତଥା ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଭେଟିବାର ଦୃଶ୍ୟ।

7/8

ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଦିଲ୍ଲୀ ଗସ୍ତ ଅବସରରେ ଗୃହ ମନ୍ତ୍ରୀ ଅମିତ ଶାହଙ୍କୁ ଭେଟିବାର ଦୃଶ୍ୟ।

 

8/8

ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ପ୍ରଧାନ ମନ୍ତ୍ରୀ ମୋଦିଙ୍କୁ ଭେଟିବାର ଦୃଶ୍ୟ।