Train Accident Update: ବିଶାଖାପାଟଣା-ରାୟଗଡ଼ା ଓ ବିଶାଖାପାଟଣା ପଲାସା ପାସେଞ୍ଜର ଟ୍ରେନ୍ ମଧ୍ଯରେ ଘଟିଛି ଭୟଙ୍କର ଟ୍ରେନ୍ ଦୁର୍ଘଟଣା । ଗୋଟିଏ ରାୟଗଡ଼ା ଓ ଅନ୍ୟଟି ପଲାସା ଅଭିମୁଖେ ଆସୁଥିବା ବେଳେ ଆନ୍ଧ୍ରପ୍ରଦେଶ କାଣ୍ଟକାପଲ୍ଲୀ ଓ ଆଲମଣ୍ତା ଷ୍ଟେସନ ମଧ୍ଯରେ ଟ୍ରେନ୍ ଟି ଲାଇନଚ୍ୟୁତ୍ ହୋଇଥିଲା । ଏହି ଭୟଙ୍କର ଟ୍ରେନ୍ ଦୁର୍ଘଟଣାରେ ବର୍ତ୍ତମାନ ସୁଦ୍ଧା ୧୩ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୦ରୁ ଯାତ୍ରୀ ଆହତ ହୋଇଥିବା ସୂଚନା ମିଳିଛି । ତେବେ ଆଗକୁ ମୃତ୍ୟୁ ସଂଖ୍ୟା ଆହୁରି ବଢିବା ନେଇ ଆଶଙ୍କା କରାଯାଉଛି ।
Thank you
By clicking “Accept All Cookies”, you agree to the storing of cookies on your device to enhance site navigation, analyze site usage, and assist in our marketing efforts.