Bhubaneswar IMD Director HR Biswas Briefs On Odisha Weather Today । ଉତ୍ତର- ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟର କେତେକ ଜିଲ୍ଲାରେ ପ୍ରବଳ ବର୍ଷା ଲାଗି ରହିଛି। ଅନ୍ୟପକ୍ଷରେ ଉତ୍ତର ବଙ୍ଗୋପସାଗରର କେନ୍ଦ୍ରୀୟ ଅଞ୍ଚଳରେ ଗତକାଲିର ଲଘୁଚାପ କ୍ଷେତ୍ର ସଦୃଶ୍ୟ ଲଘୁଚାପରେ ପରିଣତ ହୋଇ ଆଜି ପୂର୍ବାହ୍ନରେ କେନ୍ଦ୍ରୀଭୂତ ହୋଇଛି।
Thank you
By clicking “Accept All Cookies”, you agree to the storing of cookies on your device to enhance site navigation, analyze site usage, and assist in our marketing efforts.