ଆଗାମୀ ୨ ରୁ ୩ ଦିନ ଯାଏଁ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତିକରି ଉତ୍ତର ଓଡିଶା -ଉତ୍ତର ଛତିଶଗଡ ମୁହାଁ ହେବାର ସମ୍ଭାବନା ରହିଛି | ଅନ୍ୟପଟେ ଆସନ୍ତା ୨୫ ତାରିଖ ବେଳକୁ ଆଉ ଏକ ଘୁର୍ଣ୍ଣିବଳୟ ସୃଷ୍ଟି ହୋଇପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି | ଆଉ ୨୩ ତାରିଖରୁ ରାଜ୍ୟରେ ବର୍ଷାର ପରିମାଣ ବୃଦ୍ଧି ସମ୍ଭାବନା ଅଛି | ସେହିପରି ସକ୍ରିୟ ଲଘୁଚାପ ପ୍ରଭାବରେ ବର୍ଷା ଲାଗିରହିଛି | ଗତ ୨୪ ଘଣ୍ଟାରେ ଜଟଣୀରେ ସର୍ବାଧିକ ୮୮ ମିମି ବର୍ଷା ରେକର୍ଡ କରାଯାଇଛି |
Thank you
By clicking “Accept All Cookies”, you agree to the storing of cookies on your device to enhance site navigation, analyze site usage, and assist in our marketing efforts.