Weather Report: ୨୨ ଜିଲ୍ଲାରେ ବଜ୍ରପାତ ସହ ଝଡ଼ବର୍ଷା, ୫ ଦିନ ଧରି ପ୍ରବଳ ବର୍ଷା
Rasmita Sahoo|Sep 12, 2023, 06:13 PM
ଏହି ସମୟ ମଧ୍ୟରେ ମୟୂରଭଞ୍ଜ, କେନ୍ଦୁଝର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, ସୋନପୁର, ବୌଦ୍ଧ, କନ୍ଧମାଳ, ଗଜପତି, ଗଞ୍ଜାମ, ଖୋର୍ଦ୍ଧା, ପୁରୀ, ନୟାଗଡ଼, କଟକ, ଜଗତସିଂହପୁର, ଭଦ୍ରକ, ବାଲେଶ୍ୱର, କେନ୍ଦ୍ରାପଡ଼ା ଓ ଯାଜପୁର, ଜିଲ୍ଲାର କେତେକ ସ୍ଥାନରେ ବଜ୍ରପାତ ସହ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି।