Big News:ଖଣ୍ଡପଡ଼ା ବିଧାୟକ ସୌମ୍ୟ ରଞ୍ଜନ ପଟ୍ଟନାୟକ ଓ ରେମୁଣା ବିଧାୟକ ସୁଧାଂଶୁ ଶେଖର ପରିଡ଼ାଙ୍କୁ ଜନବିରୋଧୀ କାର୍ଯ୍ୟକଳାପ ପାଇଁ ଆଜି ବିଜେଡ଼ିରୁ ବହିଷ୍କାର କରାଯାଇଛି। ଦଳର ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଏ ବିଷୟରେ ଆଦେଶ ଜାରି କରିଛନ୍ତି। ଏହି ଦୁଇ ସଦସ୍ୟଙ୍କୁ ବିଧାନସଭା ଆରମ୍ଭର ଅବ୍ୟବହିତ ପୂର୍ବରୁ ବହିଷ୍କାର କରିଥିବା ମୁଖ୍ୟମନ୍ତ୍ରୀ କହିଛନ୍ତି। ଆସନ୍ତା କାଲି ବିଧାନସଭାର ଶୀତକାଳୀନ ଅଧିବେଶନ ଆରମ୍ଭ ହେବ।
Thank you
By clicking “Accept All Cookies”, you agree to the storing of cookies on your device to enhance site navigation, analyze site usage, and assist in our marketing efforts.