Establish_High_Court_Bench_At_Western_Odisha ।ପୁଣି ତେଜିଲା ପଶ୍ଚିମ ଓଡ଼ିଶାରେ ହାଇକୋର୍ଟର ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବି । ରାଜଧାନୀର ଲୋୟର ପିଏମଜିରେ ପଶ୍ଚିମ ଓଡ଼ିଶା ଆଇନଜୀବୀ ସଂଘ ପକ୍ଷରୁ ଧାରଣା ଦିଆଯାଇଛି । ପଶ୍ଚିମ ଓଡିଶାର ସମ୍ବଲପୁରରେ ହାଇକୋର୍ଟର ସ୍ଥାୟୀ ବେଂଚ ପ୍ରତିଷ୍ଠା ଲାଗି ଦୀର୍ଘବର୍ଷ ଧରି ଦାବି ହୋଇ ଆସୁଛି ।
Thank you
By clicking “Accept All Cookies”, you agree to the storing of cookies on your device to enhance site navigation, analyze site usage, and assist in our marketing efforts.