Video: କେନ୍ଦ୍ରୀୟ ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ । ଏହା କ୍ରମଶଃ ଉତ୍ତର ପଶ୍ଚିମ ଦିଗରେ ଗତି କରି ଅବପାତର ରୂପ ନେବ। ଏହା ୨୨ ତାରିଖ ବେଳକୁ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ । ବାୟୁମଣ୍ଡଳର ଉପରି ଭାଗରେ ୫.୮ କିମି ଯାଏଁ ବ୍ୟାପ୍ତ ଅଛି ।
Thank you
By clicking “Accept All Cookies”, you agree to the storing of cookies on your device to enhance site navigation, analyze site usage, and assist in our marketing efforts.